Browsing Tag

covid update

କଟକରୁ ୫୯ କରୋନା ପଜିଟିଭ ଚିହ୍ନଟ

କଟକ: କଟକରେ ସ୍ଥିର ରହିଛି ମହାମାରୀ କରୋନା । ତେବେ କଟକର ବିଭିନ୍ନ ଅଞ୍ଚଳରୁ ଗତ ୨୪ ଘଣ୍ଟା ମଧ୍ୟରେ ୫୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିରୁ ୪୬ ଜଣ କ୍ୱେରାଣ୍ଟିନରୁ ଓ ୧୩ ଜଣ ସ୍ଥାନୀୟ ସଂକ୍ରମଣ ଚିହ୍ନଟ ହୋଇଥିବା ଜଣାପଡିଛି । ନୂଆ ଆକ୍ରାନ୍ତଙ୍କ ସଂଖ୍ୟାକୁ ମିଶାଇ କଟକ ମହାନଗରରେ…

ଦେଶରେ ୨୪ ଘଣ୍ଟାରେ ୪୫ ହଜାର ୩୫୨ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ ଧିରେ ଧିରେ କମିବାରେ ଲାଗିଛି ମହାମାରୀ କରୋନା । ଗତ ୨୪ ଘଣ୍ଟାରେ ଦେଶରେ ୪୫ ହଜାର ୩୫୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩୬୬ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି । ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୨୯ ଲକ୍ଷ ୩ ହଜାର ୨୮୯ ରେ ପହଞ୍ଚିଛି।…

ଦେଶରେ ଗତ ୨୪ ଘଣ୍ଟାରେ ୪୦,୧୨୦ ନୂଆ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ:  ଦେଶରେ କମିଲା କରୋନା ସଂକ୍ରମଣ ।  ଗତ ୨୪ ଘଣ୍ଟା ମଧ୍ୟରେ ୪୦,୧୨୦ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩,୨୧,୧୭,୮୨୬ କୁ ବୃଦ୍ଧି ପାଇଛି । ଏଥିସହ ଆକ୍ଟିଭ୍ କେସ୍ ୩,୮୫,୨୨୭ ରହିଛି । ସେହିପରି ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ…

ଦେଶରେ ଦିନକରେ ୪୧ ହଜାର ୩୮୩ ନୂଆ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ:  ଦେଶରେ ଧିରେ ଧିରେ ହ୍ରାସ ପାଉଛି କରୋନା ସଂକ୍ରମଣ । ତେବେ  ଗତ ୨୪ ଘଣ୍ଟା ମଧ୍ୟରେ ୪୧ ହଜାର ୩୮୩ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ଦେଶରେ ମୋଟ ଆକ୍ରାନ୍ତ ସଂଖ୍ୟା ୩ କୋଟି ୧୨ ଲକ୍ଷ ୫୭ ହଜାର ୭୨୦ କୁ ବୃଦ୍ଧି ପାଇଛି। ଆକ୍ଟିଭ୍ କେସ୍ ବର୍ତ୍ତମାନ ୪,୦୯,୩୯୪…

ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୯୪୮ ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଗତ ଦୁଇ ଦିନ ଧରି ଲଗାତର ଭାବେ ୨ ହଜାର ତଳେ ରହିଛି ଦୈନିକ ସଂକ୍ରମିତଙ୍କ ସଂଖ୍ୟା । ଫଳରେ ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୯୪୮ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରେଣ୍ଟାଇନ୍‌ରୁ ୧୧୨୦ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଲୋକାଲ କେସ୍‌ ହେଉଛି ୮୨୮ ।…

ରାଜ୍ୟରେ ଦିନକରେ ୧୧ ହଜାର ୮୦୫ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ଵର  :  ଲକଡାଉନ ଏବଂ କଡା କଟକଣା ସତ୍ତ୍ଵେ ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି । ଗତ ୨୪ ଘଣ୍ଟାରେ ରାଜ୍ୟର ୩୦ ଜିଲ୍ଲାରୁ ୧୧ ହଜାର ୮୦୫ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୬୬୧୧ ଜଣ କ୍ୱାରେଣ୍ଟାଇନ୍‌ରେ ଥିବା ବେଳେ ୫୧୯୪ ଜଣ ରୋଗୀ…

ଦେଶରେ ଦିନକରେ ୩ ହଜାର ୪୯୮ କରୋନା ରୋଗୀ ମୃତ

ନୂଆଦିଲ୍ଲୀ: ଦେଶରେ ଉପରମୁହାଁ ମହାମାରୀ କରୋନା । ଫଳରେ ଦିନକୁ ଦିନ ମାଡି ଚାଲିଛି ଦୈନିକ କରୋନା ସଂକ୍ରମଣ। ଆଜି ଦିନକରେ ଦେଶରେ ସର୍ବାଧିକ ୩ ଲକ୍ଷ ୮୬ ହଜାର ୪୫୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେହିପରି ଦିନକରେ ସର୍ବାଧିକ ୩ ହଜାର ୪୯୮ ଜଣଙ୍କର ମୃତ୍ୟୁ ଘଟିଛି । ମୋଟ କରୋନା ମୃତ୍ୟୁ…

ଆଜି ରାଜ୍ୟରେ ୩୧୪୪ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର : ରାଜ୍ୟରେ ଦିନକୁ ଦିନ କରୋନା ଉପରମୁହାଁ ହେବାରେ ଲାଗିଛି । ଲଗାତାର ଦ୍ୱିତୀୟ ଦିନ ପାଇଁ ରାଜ୍ୟରେ ୩ ହଜାରରୁ ଅଧିକ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ରାଜ୍ୟରୁ ପୁଣି ୩୧୪୪ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୮୨୩ କ୍ୱାରେଣ୍ଟିନରେ ଥିବାବେଳେ…

ଆଜି ଓଡିଶାରୁ ୬୫ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର : ଗତ ୨୪ ଘଣ୍ଟା ମଧ୍ୟରେ ଓଡିଶାରୁ  ୬୫ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସାମନଙ୍କ ମଧ୍ୟରୁ   ୩୭  ଜଣ ସଂଗରୋଧ କେନ୍ଦ୍ରରେ ରହିଥିବା ବେଳେ ୨୭  ସ୍ଥାନୀୟ ଆକ୍ରାନ୍ତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩ଲକ୍ଷ ୩ ୮ହଜାର ୧୨୧ ବୃଦ୍ଧି…

ଆଜି ଓଡିଶାରୁ ୭୪ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର :  ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୫ ଜଣ ସଂଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୨୯ ଜଣ ସ୍ଥାନୀୟ ଆକ୍ରାନ୍ତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା…
ବ୍ରେକିଂ