Browsing Tag

Cyclone

ବଙ୍ଗୋପସାଗରରେ ସୃଷ୍ଟ ଅବପାତ ଗଭୀର ଅବପାତରେ ପରିଣତ

ଭୁବନେଶ୍ୱର : ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ଗଭୀର ଅବପାତରେ ପରିଣତ ହୋଇଛି । ୧୨ ଘଣ୍ଟାରେ ଏହା ଘନୀଭୂତ ହୋଇ ସାମୁଦ୍ରିକ ଝଡ଼ ବା ବାତ୍ୟା ରୂପ ନେବାର ସମ୍ଭାବନା ରହିଛି। ଏହା ଗୋପାଳପୁରରୁ ପୂର୍ବ ଓ ଦକ୍ଷିଣ ପୂର୍ବର ୫୧୦ କିମି ଦୂରରେ ଅବସ୍ଥିତ ଅଛି । ଶେଷ ୬…
ବ୍ରେକିଂ