Browsing Tag

dgca

ଅଗଷ୍ଟ ୩୧ ଯାଏଁ ଅନ୍ତର୍ଜାତୀୟ ବିମାନ ଚଳାଚଳ ବନ୍ଦ

ନୂଆଦିଲ୍ଲୀ: ଅଗଷ୍ଟ ୩୧ ଯାଏଁ ଅନ୍ତର୍ଜାତୀୟ ବିମାନ ସେବା ବନ୍ଦ । ଭାରତରେ ଅନ୍ତର୍ଜାତୀୟ ବିମାନ ଚଳାଚଳ ଉପରେ ଲାଗିଥିବା କଟକଣା ଅଗଷ୍ଟ ୩୧କୁ ବୃଦ୍ଧି କରାଯାଇଛି । କୋରୋନାର ପ୍ରଭାବକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ଏହି ନିଷ୍ପତ୍ତି ନେଇଛନ୍ତି । ଶୁକ୍ରବାର ଭାରତୀୟ ବେସାମରିକ ବିମାନ ଚଳାଚଳ…

ଜୁନ୍‌ ୩୦ ଯାଏଁ ବିଦେଶକୁ ବିମାନ ଚଳାଚଳ ଉପରେ ପ୍ରତିବନ୍ଧକ

ନୂଆଦିଲ୍ଲୀ:ଦେଶରେ କରୋନାର ଦ୍ୱିତୀୟ ଲହର ଜାରି ରହିଛି।  ପୂର୍ବଭଳି ଜୁନ୍‌ ମାସରେ ମଧ୍ୟ ବିଦେଶୀକୁ ଯାତ୍ରୀବାହୀ ବିମାନ ଉଡ଼ି ପାରିବ ନାହିଁ। ଏ ନେଇ DGCA ଶୁକ୍ରବାର ଦିନ ଘୋଷଣା କରିଛନ୍ତି । କେନ୍ଦ୍ର ସରକାର ମହାମାରୀ କରୋନାକୁ ଦୃଷ୍ଟିରେ ବିଦେଶକୁ ବିମାନ ଉଡ଼ାଣ ଉପରେ ଲାଗିଥିବା କଟକଣାକୁ…

ମେ ୩୧ ଯାଏଁ ଅନ୍ତର୍ଜାତୀୟ ବିମାନ ଉଡାଣ ଉପରେ ରୋକ

ନୂଆଦିଲ୍ଲୀ: କରୋନା ଭୂତାଣୁ ମହାମାରୀ ହେତୁ ୩୧ ମେ ୨୦୨୧ ପର୍ୟ୍ୟନ୍ତ ଅନ୍ତର୍ଜାତୀୟ ବିମାନ ଉଡ଼ାଣ ଉପରେ ରୋକ ଲଗାଯାଇଛି। ବେସାମରିକ ବିମାନ ଚଳାଚଳ ନିର୍ଦ୍ଦେଶାଳୟ (ଡିଜିସିଏ) ଶୁକ୍ରବାର ଏହି ଘୋଷଣା କରିଛନ୍ତି। ତେବେ ଏହି କଟକଣା ଅନ୍ତର୍ଜାତୀୟ କାର୍ଗୋ ବିମାନ ଲାଗି ପ୍ରଜୁଯ୍ୟ ନୁହେଁ ବୋଲି…

କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଏପ୍ରିଲ ୩୦ ଯାଏ ଅନ୍ତର୍ଜାତୀୟ ବିମାନ ସେବା ବନ୍ଦ

ନୂଆଦିଲ୍ଲୀ : ଭାରତରେ ପୁଣିଥରେ କରୋନା ଭାଇରସ ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି । ଏହାକୁ ଦୃଷ୍ଟିରେ ରଖି ସମସ୍ତ ଅନ୍ତର୍ଜାତୀୟ ବିମାନ ଚଳାଚଳକୁ ବନ୍ଦ ରଖିବା ଲାଗି ବେସାମରିକ ବିମାନ ଚଳାଚଳ ନିର୍ଦ୍ଦେଶାଳୟ (ଡିଜିସିଏ) ନିଷ୍ପତ୍ତି ଗ୍ରହଣ କରିଛି । ଏପ୍ରିଲ ୩୦ ତାରିଖ ପର୍ଯ୍ୟନ୍ତ ଏହି…

ଫେବ୍ରୁଆରି ୨୮ ପର୍ଯ୍ୟନ୍ତ ବନ୍ଦ ରହିବ ଅନ୍ତର୍ଜାତୀୟ ବ୍ୟବସାୟିକ ବିମାନ ଚଳାଚଳ

ନୂଆଦିଲ୍ଲୀ : ଫେବ୍ରୁଆରି ୨୮ ପର୍ଯ୍ୟନ୍ତ ବନ୍ଦ ରହିବ ଅନ୍ତର୍ଜାତୀୟ ବ୍ୟବସାୟିକ ବିମାନ ଚଳାଚଳ। ବିଦେଶ ରାଷ୍ଟ୍ରମାନଙ୍କରେ କରୋନା ସଂକ୍ରମଣର ୨ୟ ଲହରୀ ଆରମ୍ଭ ହୋଇଥିବାରୁ ଭାରତ ସରକାର ଅନ୍ତର୍ଜାତୀୟ ବ୍ୟବସାୟିକ ବିମାନ ଚଳାଚଳ ଉପରେ ଲାଗୁ କଟକଣାକୁ ଆସନ୍ତା ଫେବ୍ରୁଆରି ୨୮ ପର୍ଯ୍ୟନ୍ତ ବୃଦ୍ଧି…
ବ୍ରେକିଂ