Browsing Tag

Dr Balram Bhargava

ଏଣିକି ଗର୍ଭବତୀ ମହିଳା କରୋନା ଟିକା ନେଇପାରିବେ

ନୂଆଦିଲ୍ଲୀ: ଏଣିକି ଗର୍ଭବତୀ ମହିଳା କରୋନା ଟିକା ନେଇପାରିବେ । ଏନେଇ ଶୁକ୍ରବାର ସୂଚନା ଦେଇଛନ୍ତି ଆଇସିଏମଆର ନିର୍ଦ୍ଦେଶକ । ଏଥିପାଇଁ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ଗାଇଡଲାଇନ୍ ଜାରି କରିଛନ୍ତି ବୋଲି ଆଇସିଏମଆର ନିର୍ଦ୍ଦେଶକ ଡାକ୍ତର ବଲରାମ ଭାର୍ଗବ କହିଛନ୍ତି । ସେହିପରି…

କରୋନା ଭୁତାଣୁର ସବୁ ଭାରିଆଣ୍ଟ ବିରୋଧରେ ଉଭୟ କୋଭାକ୍ସିନ ଓ କୋଭିସିଲ୍ଡ ପ୍ରଭାବୀ

ନୂଆଦିଲ୍ଲୀ: କରୋନା ଟିକା କୋଭାକ୍ସିନ ଓ କୋଭିସିଲ୍ଡ ସବୁ ଭାରିଆଣ୍ଟ ପ୍ରତି ଫଳପ୍ରଦ ବୋଲି ଭାରତୀୟ ଆର୍ୟୁବିଜ୍ଞାନ ଗବେଷଣା ପରିଷଦ (ଆସିଏମ୍‌ଆର) ମୁଖ୍ୟ ବଳରାମ ଭାର୍ଗବଙ୍କ ସୂଚନା ଦେଇଛନ୍ତି। କୋଭାକ୍ସିନ ଓ କୋଭିସିଲ୍ଡ ଟିକା କୋଭିଡର ସମସ୍ତ ଭାରିଆଣ୍ଟକୁ ମାତ୍ ଦେବାର କ୍ଷମତା ରଖିଛି।…

ଡିସେମ୍ବର ସୁଦ୍ଧା ଦେଶରେ ସମସ୍ତଙ୍କୁ ଟିକା ଲକ୍ଷ୍ୟ

ନୂଆଦିଲ୍ଲୀ: କରୋନା ସଂକ୍ରମଣକୁ ହ୍ରାସ କରିବାକୁ ହେଲେ ଟିକାକରଣ ପ୍ରକ୍ରିୟାକୁ ତ୍ୱରାନିତ କରିବାକୁ ପଡିବ । ତେଣୁ ଡିସେମ୍ବର ସୁଦ୍ଧା ଦେଶରେ ସମସ୍ତଙ୍କୁ ଟିକା ଦେବାକୁ ଲକ୍ଷ୍ୟ ରଖାଯାଇଛି ବୋଲି କେନ୍ଦ୍ର ସରକାରଙ୍କ ପକ୍ଷରୁ ହୋଇଥିବା ପ୍ରେସମିଟରେ ସୂଚନା ଦିଆଯାଇଛି । ଦେଶରେ ଗତ ୭ ଦିନ…
ବ୍ରେକିଂ