Browsing Tag

Heavy Rainfall Alert For Odisha

ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି

ଭୁବନେଶ୍ଵର: ଅଧିକ ଘନୀଭୂତ ହେଉଛି ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ । ଆଗାମୀ ୨୪ ଘଣ୍ଟାରେ ଅବପାତର ରୂପ ନେବ ଲଘୁଚାପ । ୨-୩ ଦିନରେ ଉତ୍ତର ଓଡ଼ିଶା ଅତିକ୍ରମ କରିବା ସମ୍ଭାବନା ରହିଛି । ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି ।  ରାଜ୍ୟରେ ଆହୁରି ୩ ଦିନ ପ୍ରବଳ ବର୍ଷା…

ଆଜି ୧୬ ଜିଲ୍ଲାରେ ବର୍ଷା ସମ୍ଭାବନା

ଭୁବନେଶ୍ଵର : ଆସନ୍ତା ୨୧ ତାରିଖରେ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆଜି ୧୬ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି । ଏହିସବୁ ଜିଲ୍ଲାରେ ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ…

ଆସନ୍ତା ୨୪ ଘଣ୍ଟା ରାଜ୍ୟରେ ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ।ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୁର୍ବାନୁମାନ କରାଯାଇଛି । ଅତି ପ୍ରବଳ ବର୍ଷା ସମ୍ଭାବନା ଥିବା ଜିଲ୍ଲାଗୁଡ଼ିକ ମଧ୍ୟରେ କେନ୍ଦୁଝର, ମୟୁରଭଞ୍ଜ, ଢ଼େଙ୍କାନାଳ,…

ଆଜିଠୁ ପ୍ରାକ୍‌-ମୌସୁମୀ ବର୍ଷା: ବିଭିନ୍ନ ଜିଲ୍ଲାରେ ବର୍ଷା ସମ୍ଭାବନା

ଭୁବନେଶ୍ବର : ଆଉ ୪ ଦିନ ମଧ୍ୟରେ ମୌସୁମୀ ଓଡ଼ିଶା ମୁହାଁ ହେବ । ୧୧ ତାରିଖ ବେଳକୁ ଉତ୍ତର ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସମ୍ଭାବନା ରହିଛି । ଲଘୁଚାପ କ୍ଷେତ୍ର ମୌସୁମୀକୁ ଓଡ଼ିଶା ଆଡକୁ ଟାଣି ଆଣିବ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି । ତେବେ ଏହାର ପ୍ରଭାବରେ ଆଜିଠୁ ରାଜ୍ୟର…
ବ୍ରେକିଂ