Browsing Tag

Heavy Rainfall

ଲଗାଣ ବର୍ଷାରେ ଉତ୍କଳ ବିଶ୍ୱବିଦ୍ୟାଳୟ ଦ୍ୱିତୀୟ କ୍ୟାମ୍ପସର ପ୍ରାଚୀର ଭୁଶୁଡିଲା

ଚଣ୍ଡୀଖୋଲ : ଠିକାଦାରଙ୍କ ନିମ୍ନମାନର ନିର୍ମାଣ କାର୍ଯ୍ୟର ଆଉ ଏକ ନମୁନା ଦେଖିବାକୁ ମିଳିଛି । ଲଗାଣ ବର୍ଷା ଯୋଗୁ ଯାଜପୁର ଜିଲ୍ଲା ବଡ଼ଚଣା ବ୍ଲକ ଅନ୍ତର୍ଗତ ସିହାଠାରେ ନିର୍ମିତ ହୋଇଥିବା ଉତ୍କଳ ବିଶ୍ୱ ବିଦ୍ୟାଳୟ ଦ୍ୱିତୀୟ କ୍ୟାମ୍ପସର ପାଚେରୀ ସମ୍ପୂର୍ଣ୍ଣ ଭାବେ ଭୁଶୁଡ଼ି ଯାଇଛି  । ତେବେ…

ପ୍ରବଳ ବର୍ଷା ଯୋଗୁଁ ମହାରାଷ୍ଟ୍ରରେ ଭୂ-ସ୍ଖଳନ , ମୃତ୍ୟୁ ସଂଖ୍ୟା ୩୬ କୁ ବୃଦ୍ଧି

ମୁମ୍ୱାଇ:  ପ୍ରବଳ ବର୍ଷାରେ ମହାରାଷ୍ଟ୍ର ବେହାଲ । ଏହାର ପ୍ରଭାବରେ ରାଇଗଡ଼ ଜିଲ୍ଲାରେ ପ୍ରବଳ ବନ୍ୟା ଓ ଅତଡ଼ା ଖସିଛି । ଅତଡ଼ା ଖସିବା ଯୋଗୁଁ ରାୟଗଡରେ ମୃତ୍ୟୁ ସଂଖ୍ୟା ୩୬ କୁ ବୃଦ୍ଧି । ତାଲାଇରେ ୩୨ ଓ ସଖର ସୁତର ୱାଦିରେ  ୪ ଜଣଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି ।  ସେହିପରି ଆଉ ୩୦ଜଣ ଫସି…

ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ଆଜି ଲଘୁଚାପ ସୃଷ୍ଟି ହୋଇଛି । ଗତକାଲିର ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି ।  ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଆସନ୍ତା ୨୬ ଓ ୨୭ ତାରିଖ ଯାଏ…

ବର୍ଷା ବିତ୍ପାତ: ଚେମ୍ବୁରରେ କାନ୍ଥ ଭୁଶୁଡ଼ି ୧୧ ମୃତ

ମୁମ୍ବାଇ : ଶନିବାର ରାତିରୁ ମହାରାଷ୍ଟ୍ରର ରାଜଧାନୀ ମୁମ୍ବାଇରେ ପ୍ରବଳ ବର୍ଷା ଜାରି ରହିଛି।  ମୁମ୍ବାଇରେ ପ୍ରବଳ ବର୍ଷା ହେତୁ ଜୀବନ ବ୍ୟାହତ ହୋଇଛି। ରାସ୍ତାରେ ବନ୍ୟା ପରିସ୍ଥିତି ଦେଖାଦେଇଥିବାବେଳେ ମୁମ୍ବାଇର ଲାଇଫ୍ ଲାଇନ୍ କୁହାଯାଉଥିବା ସ୍ଥାନୀୟ ଟ୍ରେନ୍ ସେବା ସ୍ଥଗିତ ହୋଇଯାଇଛି। ଅନେକ…

ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା, ୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି । ଆସନ୍ତା କାଲି ସକାଳ ୮ଟା ୩୦ ଯାଏଁ ୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।  ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ନେଇ ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସୁନ୍ଦରଗଡ଼,…
ବ୍ରେକିଂ