Browsing Tag

IMD Issues Yellow Warning

୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ପ୍ରଭାବରେ ବର୍ଷା ଜାରି ରହିଛି । ପ୍ରବଳ ବର୍ଷା ନେଇ ୧୪ ଜିଲ୍ଲାକୁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି । ମାଲକାନଗିରି, କୋରାପୁଟ, ରାୟଗଡା, ଗଜପତି ଓ କଳାହାଣ୍ଡିରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।…

୨୦ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୨୦ଟି ଜିଲ୍ଲାରେ ବର୍ଷା ପବନ ଓ ବଜ୍ରପାତ ସହ ଘୂର୍ଣ୍ଣିଝଡ଼ ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ପାଣିପାଗ ବିଭାଗ ପକ୍ଷରୁ ଏହି ସମସ୍ତ ଜିଲ୍ଲା ପାଇଁ ୟେଲୋଓ୍ଵାର୍ଣ୍ଣିଂ ବା ହଳଦିଆ ଚେତାବନୀ ଜାରି କରାଯାଇଛି। ଭୁବନେଶ୍ୱରସ୍ଥିତ…

ବର୍ଷା ପାଇଁ ୧୧ଟି ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୧ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ  ଏନେଇ ସତର୍କ ସୂଚନା ଜାରି କରାଯାଇଛି। ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା,…

ଆଜି ୧୬ ଜିଲ୍ଲାରେ ବର୍ଷା ସମ୍ଭାବନା

ଭୁବନେଶ୍ଵର : ଆସନ୍ତା ୨୧ ତାରିଖରେ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆଜି ୧୬ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି । ଏହିସବୁ ଜିଲ୍ଲାରେ ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ…

୨୪ ଘଣ୍ଟାର ୯ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା । ଏନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ମୟୁରଭଞ୍ଜ, କେନ୍ଦୁଝର, ଦେବଗଡ଼, ସୁନ୍ଦରଗଡ଼, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା…

କାଳବୈଶାଖୀ ବର୍ଷା ପାଇଁ ରାଜ୍ୟର ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

 ଭୁବନେଶ୍ୱର: ରାଜ୍ୟରେ ଆସନ୍ତା ୫ ଦିନ ଯାଏଁ କାଳବୈଶାଖୀ ବର୍ଷା ସମ୍ଭାବନା ରହିଛି । ଆସନ୍ତା ୨୪ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ରହିଛି। ଏଥିପାଇଁ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଉକ୍ତ ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । …

ଟ୍ୱିନସିଟିରେ କାଳବୈଶାଖୀର ତାଣ୍ଡବ

ଭୁବନେଶ୍ୱର/କଟକ: ଦିନରେ ରାତିର ଭ୍ରମ । ଅଚାନକ ଘୋଟି ଆସିଲା କଳାହାଣ୍ଡିଆ ମେଘ । ଆଜି ଦିନ ଦ୍ୱିପ୍ରହରରେ ହଠାତ ଟ୍ୱିନର ସିଟିରେ ଏଭଳି ପାଗରେ ପରିବର୍ତ୍ତନ ଦେଖିବାକୁ ମିଳିଥିଲା।  ପ୍ରବଳ ବର୍ଷା ସାଙ୍ଗକୁ ପବନ ବେଗ ମଧ୍ୟ ଜୋର ରହିଥିଲା। ପ୍ରାୟ ଦେଢ ଘଣ୍ଟା ଧରି ଟ୍ୱିନ ସିଟିରେ ବର୍ଷା କଚାଡି…

୧୭ ଜିଲ୍ଲାକୁ ୟଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ରାଜ୍ୟରେ କାଳବୈଶାଖୀ ଜନିତ ବର୍ଷା ଯୋଗୁଁ ତାତି କମିଛି। ଗତ କିଛି ଦିନ ହେଲା ପ୍ରଚଣ୍ଡ ଖରାରେ ଅସ୍ତବ୍ୟସ୍ତ ହେଉଥିବା ଜନ ଜୀବନକୁ ଆଶ୍ୱସ୍ତି ମିଳିଛି। ବର୍ଷା ଓ ବଜ୍ରପାତ ନେଇ ୧୭ ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ବଜ୍ରପାତ ସହ ଘଣ୍ଟା…

ରାଜ୍ୟରେ କାଳବୈଶାଖୀ ବର୍ଷା ଆଶଙ୍କା ,୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ରାଜ୍ୟବାସୀଙ୍କୁ ତାତିରୁ ମିଳିବ ଆଶ୍ୱସ୍ତି । ରାଜ୍ୟରେ କାଳବୈଶାଖୀ ବର୍ଷା ହେବାର ଆକଳନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆସନ୍ତା ୩ ଦିନ ଯାଏଁ  ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସହ ବଜ୍ରପାତର ସମ୍ଭାବନ ରହିଛି। ଶୁକ୍ରବାର ଅପରାହ୍ଣ ଠାରୁ ୪ ତାରିଖ…
ବ୍ରେକିଂ