Browsing Tag

India Meteorological Department (IMD)

ପ୍ରବଳ ବର୍ଷା ଯୋଗୁଁ ମହାରାଷ୍ଟ୍ରରେ ଭୂ-ସ୍ଖଳନ , ମୃତ୍ୟୁ ସଂଖ୍ୟା ୩୬ କୁ ବୃଦ୍ଧି

ମୁମ୍ୱାଇ:  ପ୍ରବଳ ବର୍ଷାରେ ମହାରାଷ୍ଟ୍ର ବେହାଲ । ଏହାର ପ୍ରଭାବରେ ରାଇଗଡ଼ ଜିଲ୍ଲାରେ ପ୍ରବଳ ବନ୍ୟା ଓ ଅତଡ଼ା ଖସିଛି । ଅତଡ଼ା ଖସିବା ଯୋଗୁଁ ରାୟଗଡରେ ମୃତ୍ୟୁ ସଂଖ୍ୟା ୩୬ କୁ ବୃଦ୍ଧି । ତାଲାଇରେ ୩୨ ଓ ସଖର ସୁତର ୱାଦିରେ  ୪ ଜଣଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି ।  ସେହିପରି ଆଉ ୩୦ଜଣ ଫସି…

ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ଆଜି ଲଘୁଚାପ ସୃଷ୍ଟି ହୋଇଛି । ଗତକାଲିର ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି ।  ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଆସନ୍ତା ୨୬ ଓ ୨୭ ତାରିଖ ଯାଏ…

ପ୍ରବଳ ବର୍ଷା ଯୋଗୁଁ ଧର୍ମଶାଳାରେ ବନ୍ୟା ସୃଷ୍ଟି, ବ୍ୟାପକ କ୍ଷୟକ୍ଷତି

ଧର୍ମଶାଳା: ହିମାଚଳ ପ୍ରଦେଶର ଧର୍ମଶାଳାରେ ପ୍ରବଳ ବର୍ଷା  ହେବା ଯୋଗୁଁ  ଉକ୍ତ ଅଞ୍ଚଳରେ ବ୍ୟାପକ କ୍ଷୟକ୍ଷତି ଘଟିଛି ।  ଏଥିରେ ଭାଗସୁ ଗ୍ରାମର ବ୍ୟାପକ କ୍ଷୟକ୍ଷତି ଘଟିବା ସହ ବନ୍ୟାଜଳରେ ବହୁ ଗାଡିମଟର ଭାସିଯାଇଛି  । ଏଥିସହିତ ମାନଝୀ ନଦୀରେ ବନ୍ୟାଜଳ ମାଡିଆସିବାରୁ ୧୦ରୁ ଅଧିକ ଦୋକାନ ଘର…

ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା, ୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି । ଆସନ୍ତା କାଲି ସକାଳ ୮ଟା ୩୦ ଯାଏଁ ୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।  ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ନେଇ ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସୁନ୍ଦରଗଡ଼,…

ଓଡ଼ିଶା ଛୁଇଁଲା ମୌସୁମୀ ବାୟୁ; ୨୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ। ଏନେଇ ସ୍ପଷ୍ଟ କଲା ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର । ତେଣୁ  ଲଘୁଚାପ କ୍ଷେତ୍ର ପ୍ରଭାବରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ତେବେ ରାଜ୍ୟରେ ୨୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ…

ଧାମରା ନିକଟରେ ୟାସ୍ ଅତିକ୍ରମ କରିବ

ନୂଆଦିଲ୍ଲୀ: ଧାମରା ପାଖରେ ଲ୍ୟାଣ୍ଡଫଲ୍ କରିବ ବାତ୍ୟା ‘ୟାସ୍’ । ୨୬ ତାରିଖ ଦ୍ୱିପ୍ରହରରେ ୟାସ୍  ସ୍ଥଳଭାଗ ଅତିକ୍ରମ କରିବ ବୋଲି ସୂଚନା ଦେଇଛନ୍ତି ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର । ଧାମରାର ଉତ୍ତରକୁ ଓ ବାଲେଶ୍ୱରର ଦକ୍ଷିଣକୁ ସ୍ଥଳଭାଗ ଅତିକ୍ରମ କରିବ । ସେହିପରି ବାତ୍ୟା ରିକର୍ଭ…
ବ୍ରେକିଂ