Browsing Tag

Minister Ranendra Pratap Swain

ଗହଣା ଦୋକାନରୁ ୨୯ ଲକ୍ଷ ଜରିମାନା ଆଦାୟ

ଭୁବନେଶ୍ୱର: ଗହଣା ଦୋକାନରୁ ୨୯ ଲକ୍ଷ ଜରିମାନା ଆଦାୟ ହୋଇଛି। ମାପ, ଓଜନରେ ଗଫଲତି ନେଇ ଗହଣା ଦୋକାନରୁ ଜରିମାନା ଆଦାୟ କରାଯାଇଛି ବୋଲି ବିଧାନସଭାରେ ସୂଚନା ଦେଇଛନ୍ତି ଖାଉଟି କଲ୍ୟାଣ ମନ୍ତ୍ରୀ । ଗତ ୩ ବର୍ଷ ମଧ୍ୟରେ ୨୯ ଲକ୍ଷ ୩୫ ହଜାର ଟଙ୍କା ଜରିମାନା ଆଦାୟ ହୋଇଛି । ଠକେଇ ଅଭିଯୋଗରେ  …

୨୦୨୦-୨୧ ଖରିଫ୍‌ ବିପଣନ ଋତୁରେ୧୪ ଲକ୍ଷ ୫ ହଜାର ୭୨୬ ମେଟ୍ରିକ ଟନ ରବିଧାନ ସଂଗ୍ରହ

 ଭୁବନେଶ୍ୱର: ୨୦୨୦-୨୧ ଖରିଫ୍‌ ବିପଣନ ଋତୁରେ ଅଦ୍ୟାବଧି ଧାର୍ଯ୍ୟ ଲକ୍ଷ୍ୟଠାରୁ ଅଧିକ ଧାନ ସଂଗ୍ରହ ହୋଇଛି । ଚଳିତ ରବି ଋତୁରେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ରବିଧାନ ପ୍ରକ୍ରିୟାକୁ ତ୍ୱରାନ୍ୱିତ କରାଯାଇ ଆଜି ସୁଦ୍ଧା ୧୪ ଲକ୍ଷ ୫ ହଜାର ୭୨୬ ମେଟି୍ରକ୍‌ ଟନ୍‌ ଧାନ ସଂଗ୍ରହ…

୧୭ଟି ଜିଲ୍ଲାରୁ ୮ ଲକ୍ଷ ୪୫ ହଜାର ୯୩୧ ମେଟ୍ରିକ ଟନ୍‌ ରବିଧାନ ସଂଗୃହୀତ : ଯୋଗାଣ ମନ୍ତ୍ରୀ

ଭୁବନେଶ୍ୱର: ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ରାଜ୍ୟର ୧୭ଟି ଜିଲ୍ଲାରୁ ଅଦ୍ୟାବଧି ୮ ଲକ୍ଷ ୪୫ ହଜାର ୯୩୧ ମେଟ୍ରିକ ଟନ୍‌ ରବିଧାନ ସଂଗ୍ରହ କରାଯାଇଛି ।  ଏନେଇ ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ ସମବାୟ ମନ୍ତ୍ରୀ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ  ସୂଚନା ଦେଇଛନ୍ତି ମଣ୍ଡିରେ…

ଅଦ୍ୟାବଧି ୪ ଲକ୍ଷ ୨୫ ହଜାର ମେଟ୍ରିକ ଟନ୍‌ ରବିଧାନ ସଂଗୃହୀତ: ରଣେନ୍ଦ୍ର ପ୍ରତାପ ସ୍ୱାଇଁ

ଭୁବନେଶ୍ୱର:  ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ପ୍ୟାକ୍ସ/ଲ୍ୟାମ୍ପସ୍‌ ଜରିଆରେ ରାଜ୍ୟର ୧୪ଟି ଜିଲ୍ଲାରୁ ଅଦ୍ୟାବଧି ୪ ଲକ୍ଷ ୨୫ ହଜାର ମେଟି୍ରକ୍‌ ଟନ୍‌ ରବିଧାନ ସଂଗ୍ରହ କରାଯାଇଛି । ସୋସାଇଟିଗୁଡ଼ିକରେ କୋଭିଡ୍‌ ନିୟମକୁ କଡ଼ାକଡ଼ି ଭାବେ ଅନୁପାଳନ କରି ରବିଧାନ ସଂଗ୍ରହ କାର୍ଯ୍ୟକୁ…

ଭଦ୍ରକରେ ଯୋଗାଣ ମନ୍ତ୍ରୀଙ୍କ ବାତ୍ୟା ପରବର୍ତ୍ତୀ ସ୍ଥିତି ସମୀକ୍ଷା

ଭୁବନେଶ୍ୱର: ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ଏକଉଚ୍ଚସ୍ତରୀୟ ବୈଠକରେ ଭଦ୍ରକ ଜିଲ୍ଲାରେ ବାତ୍ୟା ‘ୟାସ୍‌’ ପରବର୍ତ୍ତୀ ସ୍ଥିତିର ସମୀକ୍ଷା କରିଛନ୍ତି । ଭଦ୍ରକଠାରେ ଜିଲ୍ଲା ପ୍ରଶାସନର ସଦ୍‌ଭାବନା ଗୃହରେ ଆୟୋଜିତ ସମୀକ୍ଷା ବୈଠକରେ ଭଦ୍ରକ ସାଂସଦ ଶ୍ରୀମତୀ…

ଯୋଗାଣ ମନ୍ତ୍ରୀଙ୍କୁ ବାଲେଶ୍ୱର ବାତ୍ୟା ସହାୟତା କାର୍ଯ୍ୟର ତଦାରଖ ଦାୟିତ୍ୱ

ଭୁବନେଶ୍ୱର : ବାତ୍ୟା ପରବର୍ତ୍ତୀ ଉଦ୍ଧାର ଓ ସହାୟତା କାର୍ଯ୍ୟର ତଦାରଖ କରିବାକୁ ରାଜ୍ୟ ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ବାଲେଶ୍ୱର ଗସ୍ତରେ ଯାଇଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ସେ ବାଲେଶ୍ୱର ଯାଇଛନ୍ତି । ବାତ୍ୟା ୟାଶ କ୍ରମଶଃ ଦୁର୍ବଳ ହେଉଥିଲ ବି…

ସମ୍ଭାବ୍ୟ ବାତ୍ୟା ଆଶଙ୍କା: କଳାବଜାରି ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ

ଭୁବନେଶ୍ୱର : କୋଭିଡ୍‌-୧୯ର ତାଲାବନ୍ଦ ସ୍ଥିତିରେ ଏବଂ ସମ୍ଭାବ୍ୟ ବାତ୍ୟା ଆଶଙ୍କା ଦୃଷ୍ଟିରୁ ଅତ୍ୟାବଶ୍ୟକ ସାମଗ୍ରୀର କଳାବଜାରି ଓ ବେଆଇନ ମହଜୁଦ ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ, ସମବାୟ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ…

ଓମାନରେ ଓଡିଶା ଦିବସ ପାଳିତ

ଭୁବନେଶ୍ଵର : ଓମାନ ସ୍ଥିତ ଇଣ୍ଡିଆନ ସୋସିଆଲ କ୍ଲବ, ଓଡିଶା ପକ୍ଷରୁ ଭର୍ଚୁଆଲ ମାଧ୍ୟମରେ ଓଡିଶା ଦିବସ ପାଳିତ ହୋଇଯାଇଛି । ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ସମବାୟ ମନ୍ତ୍ରୀ ଶ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ଉତ୍ସବରେ ଯୋଗଦେଇ ପ୍ରବାସୀ ଓଡିଆ ଭାଇ ଓ ଭଉଣୀମାନଙ୍କୁ ଓଡିଶା ଦିବସର ଶୁଭେଚ୍ଛା…

ମଣ୍ଡି ଅବ୍ୟବସ୍ଥା ନେଇ ଗୃହରେ ଉତ୍ତର ରଖିଲେ ଯୋଗାଣ ମନ୍ତ୍ରୀ

ଭୁବନେଶ୍ୱର : ଆଜି  ବିଧାନସଭା ବଜେଟ ଅଧିବେଶନର ତୃତୀୟ ଦିନ। ଚାଷୀ ପ୍ରସଙ୍ଗରେ ଉଭୟ କଂଗ୍ରେସ ଓ ବିଜେପି ଗୃହ ଆରମ୍ଭରୁ ପ୍ଲାକାର୍ଡ ଦେଖାଇ  ନାରାବାଜି କରିଥିଲେ  । ତେବେ ବିରୋଧୀଙ୍କ ହଟ୍ଟଗୋଳ ମଧ୍ୟରେ ମଣ୍ଡି ଅବ୍ୟବସ୍ଥା ନେଇ ଗୃହରେ ଉତ୍ତର ରଖିଛନ୍ତି ଯୋଗାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ…
ବ୍ରେକିଂ