Browsing Tag

minister tusharkanti behera

ମାଲକାନଗିରିରେ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ମନ୍ତ୍ରୀ ତୁଷାରକାନ୍ତି ବେହେରା

ଭୁବନେଶ୍ୱର: ଇଲେକ୍‌ଟ୍ରୋନିକ୍ସ, ସୂଚନା ପ୍ରଯୁକ୍ତି, କ୍ରୀଡ଼ା ଓ ଯୁବସେବା ମନ୍ତ୍ରୀ ଶ୍ରୀ ତୁଷାରକାନ୍ତି ବେହେରା ଆଜି ମାଲକାନଗିରି ଜିଲ୍ଲା ଯୋଜନା କମିଟି ବୈଠକରେ ଯୋଗଦେଇ ଜିଲ୍ଲାର ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି । ବୈଠକରେ କୃଷି, ସ୍ୱାସ୍ଥ୍ୟ, ରାସ୍ତାଘାଟ, ମହିଳା ଓ…

କ୍ରୀଡ଼ା ଭିତ୍ତିଭୂମିକୁ ଶୀର୍ଷରେ ପହଞ୍ଚାଇବା ପାଇଁ ତ୍ୱରିତ ପଦକ୍ଷେପ ନେବାକୁ ନିର୍ଦ୍ଦେଶ

ଭୁବନେଶ୍ୱର: ବିଗତ କିଛି ବର୍ଷ ମଧ୍ୟରେ କ୍ରୀଡ଼ା କ୍ଷେତ୍ରରେ ଆମେ ବେଶ୍‌ ଆଖିଦୃଶିଆ କାର୍ଯ୍ୟକରି ସମଗ୍ର ବିଶ୍ୱରେ ଏକ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିପାରିଛୁ । ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଦିଗ୍‌ଦର୍ଶନ ଏବଂ ବିଭାଗୀୟ ଅଧିକାରୀ ଓ କର୍ମଚାରୀମାନଙ୍କ ଆନ୍ତରିକତା ପାଇଁ ଏହା ସମ୍ଭବ ହୋଇପାରିଛି ।…

ମନ୍ତ୍ରୀ ତୁଷାରକାନ୍ତି ବେହେରାଙ୍କ ବିଭାଗୀୟ କାର୍ଯ୍ୟ ସମୀକ୍ଷା

ଭୁବନେଶ୍ୱର :  ଇଲେକଟ୍ରୋନିକ୍ସ, ସୂଚନା ପ୍ରଯୁକ୍ତି, କ୍ରୀଡା ଓ ଯୁବସେବା ମନ୍ତ୍ରୀ ତୁଷାରକାନ୍ତି ବେହେରା ଆଜି ଭରଚୁଆଲ ମାଧମରେ ବିଭାଗୀୟ କାର୍ଯ୍ୟର ସମୀକ୍ଷା କରିଛନ୍ତି I ପୂର୍ବାହ୍ନରେ ଅନୁଷ୍ଠିତ କ୍ରୀଡା ଓ ଯୁବସେବା ବିଭାଗ ସମୀକ୍ଷା ବୈଠକରେ ମନ୍ତ୍ରୀ ବେହେରା ଅଧକ୍ଷତା କରିବା ସହିତ…

ରାଜ୍ୟରେ ବନ୍ଦ ହେଲା ବିଜୁ ଯୁବବାହିନୀ

ଭୁବନେଶ୍ୱର: ରାଜ୍ୟରେ ଏବେ ବିଜୁ ଯୁବ ବାହିନୀ କାର୍ଯ୍ୟକ୍ଷମ ନାହିଁ । ବିଧାୟକ ଭବାନୀ ଭୋଇଙ୍କ ପ୍ରଶ୍ନର ଉତ୍ତର ଦେଇ ଏଭଳି ସୂଚନା ଦେଇଛନ୍ତି କ୍ରୀଡ଼ା ଓ ଯୁବ ବ୍ୟାପାର ମନ୍ତ୍ରୀ ତୁଷାରକାନ୍ତି ବେହେରା । ବିଧାନସଭାରେ ଉତ୍ତର ରଖି ବିଜୁ ଯୁବ ବାହିନୀ ବନ୍ଦ ହୋଇଥିବା ମନ୍ତ୍ରୀ କହିଛନ୍ତି ।…
ବ୍ରେକିଂ