Browsing Tag

Odisha Chief Minister Naveen Patnaik

ଆନ୍ଧ୍ର-ଓଡିଶା ଆଲୋଚନା ଶେଷ, ବିଭିନ୍ନ ସମସ୍ୟାର ସମାଧାନ ପାଇଁ ଉଚ୍ଚସ୍ତରୀୟ କମିଟି ଗଠନ ହେବ

ଭୁବନେଶ୍ୱର: ଓଡିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ୱାଇ.ଏସ୍‌. ଜଗନମୋହନ ରେଡ୍ଡୀଙ୍କ ମଧ୍ୟରେ ଆଜି ଅନୁଷ୍ଠିତ ଉଚ୍ଚସ୍ତରୀୟ ବୈଠକ ଶେଷ ହୋଇଛି ।  ଭୁବନେଶ୍ୱର ଲୋକସେବା ଭବନର ଅତିଥି ଭବନରେ ପ୍ରାୟ ୪୦ ମିନିଟ ଧରି ବିଭିନ୍ନ ପ୍ରସଙ୍ଗରେ ଉଭୟ ନେତା ଆଲୋଚନା…

ଖରିଫ ଋତୁ ଧାନ କିଣା ନେଇ ପ୍ରଧାନମନ୍ତ୍ରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଚିଠି

ଭୁବନେଶ୍ୱର: ଧାନ କିଣାରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ହସ୍ତକ୍ଷେପ ଲୋଡିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏନେଇ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆସନ୍ତା ଖରିଫ ଋତୁରେ ଧାନ କିଣା ସମ୍ପର୍କରେ ମୁଖ୍ୟମନ୍ତ୍ରୀ ଚିଠି ଲେଖିଛନ୍ତି । ରାଜ୍ୟର…

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କୋରାପୁଟ କଫି କାଫେର ଶୁଭାରମ୍ଭ କଲେ

ଭୁବନେଶ୍ୱର: ପାହାଡ ପାଦଦେଶରେ ପ୍ରକୃତିର ବରଦାନ କୋରାପୁଟ । ଏହାର ପ୍ରାକୃତିକ ସୌନ୍ଦର୍ଯ୍ୟ ବର୍ଷ ତମାମ ପର୍ଯ୍ୟଟକଙ୍କୁ ଆକର୍ଷିତ କରୁଥିବାବେଳେ ଏବେ କୋରାପୁଟର ଅନନ୍ୟ ଦର୍ଶନୀୟ ସ୍ଥାନ ପାଲଟିଛି କଫି ବଗିଚା । ତେଣୁ ଆନ୍ତର୍ଜାତୀୟ କଫି ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କୋରାପୁଟ…

ସାମ୍ବାଦିକ ଅରିନ୍ଦମ ଦାସଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ସହାୟତା ପ୍ରଦାନ

କେନ୍ଦୁଝର: ଦିବଙ୍ଗତ ସାମ୍ବାଦିକ ଅରିନ୍ଦମଙ୍କ ପରିବାରକୁ ୪ ଲକ୍ଷ ଟଙ୍କାର ସହାୟତା ରାଶି ପ୍ରଦାନ କଲେ ରାଜ୍ୟ ସରକାର । ସରକାରଙ୍କ ପକ୍ଷରୁ ଅରିନ୍ଦମଙ୍କ ପତ୍ନୀ ସମୀକ୍ଷାଙ୍କୁ ଅର୍ଥ ରାଶି କେନ୍ଦୁଝର ଉପ ଜିଲ୍ଲାପାଳ ରାମଚନ୍ଦ୍ର କିସ୍କୁ ପ୍ରଦାନ କରିଛନ୍ତି । ସାମ୍ବାଦିକ କଲ୍ୟାଣ ପାଣ୍ଠିରୁ ଏହି…

ପ୍ରଦର୍ଶନୀ ପଡ଼ିଆରେ ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ, ସାଢେ ତିନି କୋଟି ଲୋକଙ୍କୁ ସ୍ମାର୍ଟ ହେଲ୍‌ଥ କାର୍ଡ ଘୋଷଣା

ଭୁବନେଶ୍ଵର:  ଆଜି ଭୁବନେଶ୍ବର ପଦର୍ଶନୀ ପଡିଆରେ ରାଜ୍ୟସ୍ତରୀୟ ୭୫ତମ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ଆୟୋଜିତ ରାଜ୍ୟ ସ୍ତରୀୟ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜାତୀୟ ପତାକା ଉତ୍ତୋଳନ କରି ଅଭିବାଦନ ଗ୍ରହଣ କରିଥିଲେ ।…

ରାଜ୍ୟକୁ ସାର ଯୋଗାଣ ନେଇ କେନ୍ଦ୍ର ସାର ଓ ରସାୟନ ମନ୍ତ୍ରୀଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟରେ ସାର ସଙ୍କଟ ସମ୍ପର୍କରେ କେନ୍ଦ୍ର ସାର ଓ ରସାୟନ ମନ୍ତ୍ରୀ ମନସୁଖ ମାଣ୍ଡଭିୟଙ୍କୁ ଚିଠି ଲେଖି ଅବଗତ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ରାଜ୍ୟକୁ ନିଅଣ୍ଟିଆ ସାର ଯୋଗାଣ ହୋଇଛି। ବକେୟା ସହ ଧାର୍ଯ୍ୟ ବ୍ୟବସ୍ଥା ଅନୁଯାୟୀ ଆବଶ୍ୟକ ସାର ଯୋଗାଯାଉ। ବ୍ୟକ୍ତିଗତ ଭାବେ…

ଜୁଲାଇ ୮ରେ ମୁଖ୍ୟମନ୍ତ୍ରୀଙ୍କ ରଥଯାତ୍ରା ପ୍ରସ୍ତୁତି ସମୀକ୍ଷା

ଭୁବନେଶ୍ଵର :   ରଥଯାତ୍ରା ପ୍ରସ୍ତୁତିର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଜୁଲାଇ ୮ ତାରିଖରେ ଭର୍ଚୁଆଲ ମାଧ୍ୟମରେ ଉଚ୍ଚସ୍ତରୀୟ ବୈଠକରେ ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ । ଏଥିରେ ଶ୍ରୀମନ୍ଦିର ପ୍ରଶାସନ, ସେବାୟତ, ଆଇନ ବିଭାଗ ଅଧିକାରୀମାନେ ସାମିଲ ହେବେ । ଜିଲ୍ଲା…

ଗର୍ଭବତୀ ଓ ଶିଶୁ ମାନଙ୍କୁ ଶୁଖିଲା ରାସନ ଓ ଅଣ୍ଡା ବଣ୍ଟନ ପାଇଁ ସରକାରଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର: ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ଆସନ୍ତା ୨୫ତାରିଖ ସୁଦ୍ଧା ଗର୍ଭବତୀ ଓ ପ୍ରସୂତୀ ମହିଳା ଏବଂ ଶିଶୁମାନଙ୍କୁ ଶୁଖିଲା ରାସନ୍ ଓ ଅଣ୍ଡା ବଣ୍ଟନ କରିବାକୁ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ । ଏହାସହିତ ଯେଉଁ ମହିଳାମାନେ ଜୁନ୍ ପ୍ରଥମ ସପ୍ତାହ ମଧ୍ୟରେ ପ୍ରସବର ସମ୍ଭାବନା ରହିଛି…

ରାଜ୍ୟରେ କୋଭିଡ ସ୍ଥିତି ନିୟନ୍ତ୍ରଣାଧୀନ:  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ଵର :  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସଂଧ୍ୟାରେ ରାଜ୍ୟରେ କୋଭିଡ ସ୍ଥିତ ସମ୍ପର୍କରେ ସମୀକ୍ଷା କରିଥିଲେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଗତକାଲି ସର୍ବଦଳୀୟ ବୈଠକରେ ଘୋଷଣା କରିଥିବା କାର୍ଯ୍ୟକ୍ରମର ସଫଳ କାର୍ଯ୍ୟକାରୀତା ସହିତ ରୋଗୀଙ୍କ ଅବସ୍ଥା ସଂପର୍କରେ ସଂପର୍କୀୟଙ୍କୁ ସଠିକ…

ଖଲ୍ଲିକୋଟ ସ୍ୱୟଂଶାସିତ କଲେଜକୁ ଏକକ ବିଶ୍ୱବିଦ୍ୟାଳୟ ମାନ୍ୟତା

ଭୁବନେଶ୍ଵର: ଖଲ୍ଲିକୋଟ ସ୍ୱୟଂଶାସିତ କଲେଜକୁ ଏକକ ବିଶ୍ୱବିଦ୍ୟାଳୟ ମାନ୍ୟତା । ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ସ୍ବୟଂଶାସିତ ମହାବିଦ୍ୟାଳୟକୁ ରାଜ୍ୟ ସରକାର ଏକକ ବିଶ୍ଵବିଦ୍ୟାଳୟ ମାନ୍ୟତା ପ୍ରଦାନ କରିଛନ୍ତି। ମୁଖ୍ୟମନ୍ତ୍ର ନବୀନ ପଟ୍ଟନାୟକ ଏନେଇ ଘୋଷଣା କରିଛନ୍ତି। ଖଲ୍ଲିକୋଟ ସ୍ବୟଂଶାସିତ…
ବ୍ରେକିଂ