ଆଜି ଓଡିଶାରେ ୭ କରୋନା ରୋଗୀଙ୍କ ମୃତ୍ୟୁ
ଭୁବନେଶ୍ଵର : ରାଜ୍ୟରେ ଉପର ମୁହାଁ କରୋନା ମିଟର। ସଂକ୍ରମଣ ସହ କରୋନା ମୃତ୍ୟୁର ତାଲିକା ଦିନକୁ ଦିନ ଲମ୍ବିବାରେ ଲାଗିଛି । ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୧୬୪ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ୭ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଗଞ୍ଜାମ ଓ ରାୟଗଡ଼ା ଜିଲ୍ଲାରୁ ୨ ଜଣ…