Browsing Tag

Odisha fight covid 19

ଆଜି ଓଡିଶାରୁ ୬୮୧ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର: ଆଜି ଓଡିଶାରୁ ୬୮୧ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୫୦ ଜଣ ଅଛନ୍ତି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ ଯୋଗେ ଏହି ସୂଚନା ଦିଆଯାଇଛି। ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁସାରେ କଟକ ଜିଲ୍ଲାରୁ ୧୧୧ଜଣ ,…

ଆଜି ଓଡିଶାରୁ ୬୮୨ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର:  ରାଜ୍ୟରେ ଖସୁଛି କରୋନା ଗ୍ରାଫ୍।  ଆଜି ଓଡିଶାରୁ ଆଉ ୬୮୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ ଯୋଗେ ସୂଚନା ଦେଇଛି। ଆଜି ସର୍ବାଧିକ ଖୋର୍ଦ୍ଧାରୁ ୨୧୮, କଟକରୁ ୯୩, ବାଲେଶ୍ଵରରୁ ୫୦, ମୟୂରଭଞ୍ଜରୁ ୩୭,…

୧୮ରୁ କମ୍ ବୟସ୍କ ସଂକ୍ରମିତ ପିଲାଙ୍କ ମଧ୍ୟରୁ ୮୦ ପ୍ରତିଶତଙ୍କଠାରେ କରୋନା ଲକ୍ଷଣ ନାହିଁ

ଭୁବନେଶ୍ୱର: ୧୮ରୁ କମ୍ ବୟସ୍କ ସଂକ୍ରମିତ ପିଲାଙ୍କ ମଧ୍ୟରୁ ୮୦ ପ୍ରତିଶତ ପିଲାଙ୍କଠାରେ କରୋନା ଲକ୍ଷଣ ନାହିଁ । ଏହା କହିଛନ୍ତି ପରିବାର କଲ୍ୟାଣ ନିର୍ଦ୍ଦେଶକ ଡାକ୍ତର ବିଜୟ ପାଣିଗ୍ରାହୀ । ସେ କହିଛନ୍ତି, ୧୮ ବର୍ଷରୁ କମ୍ ବୟସ୍କ ସଂକ୍ରମିତ ପିଲାଙ୍କ ୧୫ ପ୍ରତିଶତଙ୍କ ସାମାନ୍ୟ ଲକ୍ଷଣ ଓ…

ଆଜି ଓଡିଶାରୁ ୭୭୧ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଧିରେ ଧିରେ ହ୍ରାସ ପାଉଛି କରୋନା ପଜିଟିଭଙ୍କ ସଂଖ୍ୟା ।  ଗତ  ୨୪ ଘଣ୍ଟା ମଧ୍ୟରେ ଓଡିଶାରୁ ୭୭୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ଟ୍ୱିକଟ କରି ସୂଚନା ଦେଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା…

ଅବହେଳା ପରିଲକ୍ଷିତ ହେଲେ ପୁଣି ଲକଡାଉନ ଫେରିବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି କୋଭିଡ ପରିସ୍ଥିତ ସଂପର୍କରେ ସମୀକ୍ଷା କରିଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆମେରିକା ଠାରୁ ଆରମ୍ଭ କରି କେରଳ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ କରୋନା ସଂକ୍ରମଣ ବଢିବା ଚିନ୍ତାଜନକ ହୋଇଛି । ତେଣୁ ଏ ପରିସ୍ଥିତିରେ ଆମକୁ…

ଆଜି ଓଡିଶାରୁ ୭୨୭ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର : ଆଜି ଓଡ଼ିଶାରେ ୭୨୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ମୋଟ ୯୯୭୭୯୦ ଜଣ କରୋନା ଆକ୍ରାନ୍ତ ସୁସ୍ଥ  ହୋଇଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍ କରି ସୂଚନା ଦେଇଛି । ଖୋର୍ଦ୍ଧାରୁ ସର୍ବାଧିକ ୨୫୯ ଜଣ ସୁସ୍ଥ ହୋଇଥିବା…

ଆଜି ଓଡିଶାରୁ ୮୩୫ କରୋନା ଆକ୍ରାନ୍ତ ସୁସ୍ଥ

 ଭୁବନେଶ୍ୱର: ଆଜି ଓଡିଶାରୁ ୮୩୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏଥିରେ ଖୋର୍ଦ୍ଧା ଜିଲ୍ଲାରୁ ୩୧୨ ଜଣ ଅଛନ୍ତି। ଏହାକୁ ମିଶାଇ ରାଜ୍ୟରୁ ମୋଟ କରୋନାସୁସ୍ଥ ସଂଖ୍ୟା ୯ ଲକ୍ଷ ୯୫ ହଜାର ୪୭୪ରେ ପହଞ୍ଚିଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ ଜରିଆରେ ଏହି ସୂଚନା…

ଆଜି ଓଡ଼ିଶାରୁ ୮୮୭ କରୋନା ପଜିଟିଭ୍ ଚିହ୍ନଟ, ଆଉ ୧୩୧ ପିଲା ସଂକ୍ରମିତ

ଭୁବନେଶ୍ୱର: ରାଜ୍ୟରେ ହଜାରେ ଭିତରେ ରହିଛି କରୋନାର ଦୈନିକ ସଂକ୍ରମଣ । କିନ୍ତୁ ଗତକାଲି ଅପେକ୍ଷା ଆଜି ସାମାନ୍ୟ ବଢ଼ିଛି । ୨୪ ଘଣ୍ଟାରେ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୮୮୭ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ ୧୮ ବର୍ଷ ଭିତରେ ଅଛନ୍ତି ୧୩୧ ପଜିଟିଭ୍ । ନୂଆ ସଂକ୍ରମିତଙ୍କ ଭିତରୁ…

ଆଜି ଓଡିଶାରୁ ୧ ହଜାର ୩୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର: ଆଜି ରାଜ୍ୟରୁ ଆଉ ୧ ହଜାର ୩୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ ଯୋଗେ ସୂଚନା ଦେଇଛି। ଆଜି ସର୍ବାଧିକ ଖୋର୍ଦ୍ଧାରୁ ୩୯୩, କଟକରୁ ୧୩୪, ବାଲେଶ୍ବରରୁ ୬୬, ଜଗତସିଂହପୁରରୁ ୪୧, ସମ୍ବଲପୁରରୁ ୩୯, ମୟୂରଭଞ୍ଜରୁ…

ଆଜି ଓଡିଶାରେ ୬୬ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ କରୋନ ମୃତ୍ୟୁ ସଂଖ୍ୟାରେ ଲାଗୁନି ବ୍ରେକ୍। ପ୍ରତ୍ୟେକ ଦିନ ୬୦ ଉପରେ ଆକ୍ରାନ୍ତଙ୍କ ମୃତ୍ୟୁ ଘଟୁଛି। ଗତ ୨୪ ଘଣ୍ଟା ମଧ୍ୟରେ ୯୧୧ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୬ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ…
ବ୍ରେକିଂ