ମେଡିକାଲରେ ୪ ରୁ ୫ ଗୁଣା ବେଡ ସଂଖ୍ୟା ବୃଦ୍ଧି କରାଯିବ : ଜନସ୍ୱାସ୍ଥ୍ୟ ବିଭାଗ ନିର୍ଦ୍ଦେଶକ
ଭୁବନେଶ୍ୱର : କରୋନାର ଦ୍ୱିତୀୟ ଲହର ସାଙ୍ଘାତିକ ସାବ୍ଯସ୍ତ ହେଉଛି । ଏହାକୁ ଦୃଷ୍ଟିରେ ରଖି ଓଡ଼ିଶା ସରକାର ଶଯ୍ୟାକୁ ପାଞ୍ଚ ଗୁଣ ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଛନ୍ତି। ମେଡିକାଲରେ ବେଡ ସଂଖ୍ୟା ୫ ଗୁଣା ବୃଦ୍ଧି କରିବାକୁ ଜନସ୍ୱାସ୍ଥ୍ୟ ବିଭାଗ ନିର୍ଦ୍ଦେଶକ ସୂଚନା ଦେଇଛନ୍ତି । ଏଥିପାଇଁ…