Browsing Tag

odisha rain

ରାଜ୍ୟର ୧୦ରୁ  ଅଧିକ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୦ରୁ  ଅଧିକ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଖୋର୍ଧା, ପୁରୀ, ଢ଼େଙ୍କାନାଳ, ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ ଆଦି ଜିଲ୍ଲା ରହିଛି।…

୧୮ରୁ ୨୧ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବ

 ଭୁବନେଶ୍ୱର: ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଉତ୍ତର ପୂର୍ବ ବଙ୍ଗୋପସାଗରରେ ଏକ ଘୁଣ୍ଣିବଳୟ ରହିଛି। ଏହା ପ୍ରଭାବରେ ରାଜ୍ୟର ଉତ୍ତର ଆଭ୍ୟନ୍ତରୀଣ ଅଂଚଳ ର ଅଧିକାଂଶ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ୧୮ ରୁ ୨୧ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପୁଣି ବର୍ଷା ଲାଗିରହିବ ବୋଲି ଆଞ୍ଚଳିକ…

୧୯ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର : ୧୯ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନ ରହିଛି। ଏନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ପୂବାନୁମାନ କାଯାଇଛି। ଆଭ୍ୟନ୍ତରୀଣ ଓଡ଼ିଶା ଓ ଏହାର ଆଖାପାଖ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଏବେ ଛତିଶଗଡ଼ ଏବଂ ଏହାର ଆଖପାଖକୁ ବ୍ୟାପିଛି। ଯାହାର ପ୍ରଭାବରେ…

୧୩ ଜିଳ୍ଲାରେ ଘଡଘଡି ସହ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର : ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୩ ଜିଲ୍ଲାରେ ବଜ୍ରପାତ ସହ ବର୍ଷା ସମ୍ଭାବନା ରହିଛି । ୧୩ ଜିଲ୍ଲା ଯଥା- କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ନୟାଗଡ଼, କଟକ, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର ଓ କେନ୍ଦ୍ରାପଡ଼ାକୁ ବଜ୍ରପାତ ସହ ବର୍ଷା…

ରାଜ୍ୟର ୧୨ ଜିଲ୍ଲାରେ ଆସନ୍ତା ୪ ଦିନ ଯାଏଁ ଘଡଘଡି ବର୍ଷା ଆଶଙ୍କା

ଭୁବନେଶ୍ୱର: ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଜାରି ରହିବ ବର୍ଷା । ଉତ୍ତର ପଶ୍ଚିମ ରାଜସ୍ଥାନରୁ ଉତ୍ତର ପୂର୍ବ ବଙ୍ଗୋପସାଗର ପର୍ଯ୍ୟନ୍ତ ଏକ ଟ୍ରପ ଲାଇନ୍ ଲମ୍ବିଛି । ଯାହା ଝାଡଖଣ୍ଡ ଏବଂ ଗାଙ୍ଗେୟ ଉପତ୍ୟକା ଉପରେ ରହିଛି । ଦକ୍ଷିଣ ପୂର୍ବ ଉତ୍ତର ପ୍ରଦେଶ ଓ ଏହାର ଆଖପାଖ ଅଞ୍ଚଳରେ ଏକ…
ବ୍ରେକିଂ