Browsing Tag

odisha weather forecast

ରାଜ୍ୟର ୧୦ରୁ  ଅଧିକ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୦ରୁ  ଅଧିକ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଖୋର୍ଧା, ପୁରୀ, ଢ଼େଙ୍କାନାଳ, ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ ଆଦି ଜିଲ୍ଲା ରହିଛି।…

ଆଭ୍ୟନ୍ତରୀଣ ଓଡ଼ିଶା ଆଡ଼କୁ ମୁହାଁଉଛି ଡିପ୍ ଡିପ୍ରେସନ

ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟ ଡିପ୍ ଡିପ୍ରେସନ ବା ତୀବ୍ର ଅବପାତ ଆଜି ସ୍ଥଳଭାଗ ଅତିକ୍ରମ କରି ପଶ୍ଚିମ, ଉତ୍ତର-ପଶ୍ଚିମ ଦିଗରେ ଗତି କରୁଛି । ଆଗାମୀ ୪୮ ଘଣ୍ଟାରେ ଏହା ପଶ୍ଚିମ, ଉତ୍ତର-ପଶ୍ଚିମ ଦିଗରେ ଗତି କରି ଆଭ୍ୟନ୍ତରୀଣ ଓଡ଼ିଶା, ଉତ୍ତର-ଛତିଶଗଡ଼, ମଧ୍ୟପ୍ରଦେଶ ଆଡ଼କୁ ଗତି କରିବ ।…

୧୭ରେ ଆଉ ଏକ ଲଘୁଚାପ ସମ୍ଭାବନା

ଭୁବନେଶ୍ୱର: ରାଜ୍ୟରେ ରବିବାରଠାରୁ ଲଘୁଚାପ ଜନିତ ଲଗାଣ ବର୍ଷା ଲାଗିରହିଛି । ୧୭ରୁ ପୁଣି ବର୍ଷା ହୋଇପାରେ ବୋଲି ଆଇଏମ୍‌ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି। ସେ କହିଛନ୍ତି, ୧୭ ତାରିଖ ପାଖାପାଖି ଉତ୍ତର ବଙ୍ଗୋପ ସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ଅଛି। ଏହା…

ରାଜ୍ୟରେ ଆସନ୍ତା ୫ଦିନ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର:   ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୦ରୁ ଅଧିକ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପ୍ରକାଶ। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ଗଞ୍ଜାମ, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, କୋରାପୁଟ, ମାଲକାନଗିରି, ବରଗଡ଼, ଝାରସୁଗୁଡ଼ା,…

ପ୍ରବଳ ବର୍ଷା ପାଇଁ ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟାରେ ପ୍ରବଳ ବର୍ଷା । ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ସମ୍ଭାବନା । ୪ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ନେଇ କୋରାପୁଟ, ମାଲକାନଗିରି, କେଉଁଝର ଓ ମୟୁରଭଞ୍ଜ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରିକଲା ପାଣିପାଗ ବିଭାଗ । ଏଥିସହ ୧୧ ଜିଲ୍ଲାରେ ଘଡଘଡି ସହ…

୨୦ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୨୦ଟି ଜିଲ୍ଲାରେ ବର୍ଷା ପବନ ଓ ବଜ୍ରପାତ ସହ ଘୂର୍ଣ୍ଣିଝଡ଼ ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ପାଣିପାଗ ବିଭାଗ ପକ୍ଷରୁ ଏହି ସମସ୍ତ ଜିଲ୍ଲା ପାଇଁ ୟେଲୋଓ୍ଵାର୍ଣ୍ଣିଂ ବା ହଳଦିଆ ଚେତାବନୀ ଜାରି କରାଯାଇଛି। ଭୁବନେଶ୍ୱରସ୍ଥିତ…

୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଆସନ୍ତା ୩୦ ତାରିଖ ସୁଦ୍ଧା ସୃଷ୍ଟି ହୋଇପାରେ ଘୂର୍ଣ୍ଣିବଳୟ। ଏହାର ପ୍ରଭାବରେ ଲଘୁଚାପ ସୃଷ୍ଟିହେବାର ସମ୍ଭାବନା ଅଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଅନେକ ଜିଲ୍ଲାରେ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଏଥିସହ ଆସନ୍ତା ୨୪…

୨୭ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ରେକର୍ଡ

ଭୁବନେଶ୍ୱର: ରାଜ୍ୟରେ ମୌସୁମୀ ନାହିଁ । ମରୁଡି ଆଶଙ୍କା ପ୍ରକାଶ ପାଇଛି । ଏସଂପର୍କରେ ଆଇଏମଡି ଡିଜି ମୃତ୍ୟୁଂଜୟ ମହାପାତ୍ର ସୂଚନା ଦେଇ କହିଛନ୍ତି, ଓଡିଶାରେ ଏଯାଏ ମୋଟ ୩୩ ପ୍ରତିଶତ ନିଅଣ୍ଟିଆ ବର୍ଷା ରେକର୍ଡ ହୋଇଛି । କେବଳ ଅଗଷ୍ଟରେ ନିଅଣ୍ଟିଆ ବର୍ଷା ପରିମାଣ ୫୫ ପ୍ରତିଶତ ରହିଛି ।…

ଆସନ୍ତା ୫ଦିନ ଯାଏଁ ରାଜ୍ୟରେ ବର୍ଷା ସମ୍ଭାବନା ନାହିଁ

 ଭୁବନେଶ୍ୱର: ରାଜ୍ୟରେ ମାସ ଶେଷକୁ ଲଘୁଚାପର ସମ୍ଭାବନା ରହିଛି। ଆସନ୍ତା ୨୮ ତାରିଖରେ ଲଘୁଚାପର ସମ୍ଭାବନା ଥିବା କଥା କହିଛନ୍ତି ପାଣିପାଗ ବିଶେଷଜ୍ଞ ସୁରେନ୍ଦ୍ର ନାଥ ପଶୁପାଳକ। ଏହାର ପ୍ରଭାବ କେମିତି ରହିବ ତାହା ୨୫ ତାରିଖ ପରେ ସ୍ପଷ୍ଟ ହେବ। କିନ୍ତୁ ଆଗାମୀ ୫ ଦିନ ଯାଏ ରାଜ୍ୟରେ ସେମିତି…

ଉପକୂଳ ଓଡ଼ିଶାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା

ଭୁବନେଶ୍ୱର: ଉତ୍ତରପଶ୍ଚିମ ବଙ୍ଗୋପସାଗରେ ସୃଷ୍ଟି ହୋଇଥିବା ଲଘୁଚାପ ଦୁର୍ବଳ ହେବା ସହିତ କମିବ ବର୍ଷାର ପରିମାଣ। କିନ୍ତୁ ମୌସୁମୀ ଟ୍ରପଲାଇନ୍ ସକ୍ରିୟ ରହିଥିବାରୁ ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ହେବ। ଉପକୂଳ ଓଡ଼ିଶାର ଜିଲ୍ଲା ଗୁଡିକରେ ହାଲୁକାରୁ ମଧ୍ୟମ ଧରଣର…
ବ୍ରେକିଂ