Browsing Tag

odisha weather today

ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି : ୪୦ ଡିଗ୍ରୀ ଉପରେ ୭ ସହରରେ ତାପମାତ୍ରା

ଭୁବନେଶ୍ୱର : ଅସହ୍ୟ ଗରମ ସାଙ୍ଗକୁ ଗୁଳୁଗୁଳିରେ ଅସବ୍ୟସ୍ତ ସାରା ରାଜ୍ୟ।  ଆଜି ଓଡିଶାର ୭ ସହରରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଛି । ୪୧.୨ ଡିଗ୍ରୀ ତାପମାତ୍ରା ସହ ଟିଟିଲାଗଡ଼ରେ ସବୁଠୁ ଉତ୍ତପ୍ତ ସହର ପାଲଟିଛି । ଏନେଇ ସୂଚନା ଦେଇଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ।…

ବର୍ଷା ଓ ବଜ୍ରପାତ ନେଇ ୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ରାଜ୍ୟର ୧୮ଟି ଜିଲ୍ଲାକୁ ବଜ୍ରପାତ ସହ ବର୍ଷା ନେଇ ସତର୍କ ସୂଚନା ଜାରି କରାଯାଇଛି । ୟେଲୋ ୱାର୍ଣ୍ଣିଂ ଜାରି କରିବା ସହ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ। ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ,…

ଆଜି ୪୦ ଡିଗ୍ରୀ ଉପରେ ରାଜ୍ୟର ୩ ସହରର ତାପମାତ୍ରା

 ଭୁବନେଶ୍ୱର : ରାଜ୍ୟରେ ପୁଣି ବୃଦ୍ଧି ପାଇଛି ତାପମାତ୍ରା । ଆଜି ୪୦ ଡିଗ୍ରୀ ଉପରେ ରହିଛି ରାଜ୍ୟର ୩ ସହରର ତାପମାତ୍ରା । ୪୧.୨ ଡିଗ୍ରୀ ସହ ସୋନପୁର ରାଜ୍ୟର ସବୁଠୁ ଉତ୍ତପ୍ତ ସହର ପାଲଟିଛି । ଏନେଇ ସୂଚନା ଦେଇଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ । ସେହିପରି ବାଲେଶ୍ୱରରେ…

ଆଜି ୪୦ ଡିଗ୍ରୀ ତାପାମାତ୍ରା ସହ ମାଲକାନଗିରି ସବୁଠୁ ଉତ୍ତପ୍ତ

ଭୁବନେଶ୍ୱର: ରାଜ୍ୟରେ ପୁଣି ବଢିଛି ତାପମାତ୍ର। ଗତ କିଛି ଦିନ ହେଲା କାଳବୈଶାଖୀ ବର୍ଷା ଯୋଗୁଁ ସାରା ଓଡିଶାରେ ତାପାମାତ୍ରା ୪୦ ଡିଗ୍ରୀ ତଳେ ରହୁଥିଲା। ହେଲେ ଆଜିଠୁ ପୁଣି ତାତି ବଢିଛି। ମାଲକାନଗିରିରେ ତାପମାତ୍ରା ୪୦ ଡିଗ୍ରୀ ଛୁଇଁଛି । ବାକି ଜିଲ୍ଲାରେ ପାରଦ ୪୦ ଡିଗ୍ରୀ ତଳେ ରହିଛି।…

ଓଡିଶାବାସୀଙ୍କୁ ତାତିରୁ ଆଶ୍ୱସ୍ତି, ସାରା ରାଜ୍ୟରେ ତାପମାତ୍ରା ୪୦ ଡିଗ୍ରୀ ତଳେ

ଭୁବନେଶ୍ୱର : ରାଜ୍ୟରେ କାଳବେଶାଖୀ ଜନିତ ବର୍ଷା ହ୍ରାସ ପାଇଛି ତାପମାତ୍ରା। ଫଳରେ ଅସହ୍ୟ ତାତିରୁ ଲୋକେ ଆଶ୍ୱସ୍ତି  ମିଳିଛି । ଆଜି ସାରା ରାଜ୍ୟର ତାପମାତ୍ରା ୪୦ ଡିଗ୍ରୀ ତଳକୁ ଖସିଛି । ଏନେଇ ସୂଚନା ଦେଇଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆଜି ବାଲେଶଶ୍ୱରରେ ତାପମାତ୍ରା ୩୩…

ରାଜ୍ୟବାସୀଙ୍କୁ ତାତିରୁ ସାମାନ୍ୟ ତ୍ରାହି

ଭୁବନେଶ୍ୱର : ରାଜ୍ୟବାସୀଙ୍କୁ ତାତିରୁ ସାମାନ୍ୟ ଆଶ୍ୱସ୍ତି । ସାରା ରାଜ୍ୟରେ ତାପମାତ୍ରା ହ୍ରାସା ପାଇଥିବାରୁ ତାତିରୁ ମିଳିଛି ତ୍ରାହି । କେବଳ ବୌଦ୍ଧ ଜିଲ୍ଲାରେ ତାପମାତ୍ରା ରହିଛି ୪୦.୫ ଡିଗ୍ରୀ । ବାକି ସବୁ ଜିଲ୍ଲାରେ ପାରଦ ୪୦ ଡିଗ୍ରୀ ତଳେ ରହିଛି । ଏନେଇ ସୂଚନା ଦେଇଛି ଭୁବନେଶ୍ୱର…

ଆଜି ଓଡିଶାରେ ୪୦ ଡିଗ୍ରୀ ଉପରେ ୩ ସହର

ଭୁବନେଶ୍ୱର: ରାଜ୍ୟବାସୀଙ୍କୁ ସାମାନ୍ୟ ତାତିରୁ ଆଶ୍ୱସ୍ତି ମିଳିବା ପରେ ପୁଣି ବଢ଼ିଲା ପାରଦ । ଆଜି ୪୦ ଡିଗ୍ରୀ ଉପରେ ରହିଛି ରାଜ୍ୟର ୩ ସହରର ତାପମାତ୍ରା । ୪୦.୮ ଡିଗ୍ରୀ ସହ ସୋନପୁର ରାଜ୍ୟର ସବୁଠୁ ଉତ୍ତପ୍ତ ସହର ପାଲଟିଛି । ସେହିପରି ଟିଟିଲାଗଡ଼ ଓ ବୌଦ୍ଧରେ ତାପମାତ୍ରା ୪୦ ଡିଗ୍ରୀ…

କାଳବୈଶାଖୀ ପାଇଁ ୧୦ରୁ ଅଧିକ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅନେକ ଜିଲ୍ଲାରେ କାଳବୈଶାଖୀ ସହିତ ବଜ୍ରପାତ ସମ୍ଭାବନା ରହିଛି। ଏଥିପାଇଁ ଆଞ୍ଚଳିକ ପାଣିପାଗ ବିଭାଗ ଉକ୍ତ ଜିଲ୍ଲାଗୁଡ଼ିକୁ ସତର୍କ କରାଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ବାଲେଶ୍ବର, ଭଦ୍ରକ, ଯାଜପୁର,…

ରାଜ୍ୟବାସୀଙ୍କୁ ତାତିରୁ ଆଶ୍ୱସ୍ତି

ଭୁବନେଶ୍ୱର : ରାଜ୍ୟବାସୀଙ୍କୁ ତାତିରୁ ମିଳିଛି ଆଶ୍ୱସ୍ତି । ଆଜି ସାରା ରାଜ୍ୟରେ ପାରଦ ତଳକୁ ଖସିଛି । ରାଜ୍ୟର ପ୍ରୟା ସମସ୍ତ ସହରର ତାପମାତ୍ରା ହ୍ରାସ ପାଇଛି । ତେବେ ୪୦ ଡିଗ୍ରୀ ସହ କେବଳ ବୌଦ୍ଧ ରାଜ୍ୟର ସବୁଠୁ ଉତ୍ତପ୍ତ ସହର ପାଲଟିଛି । ଏନେଇ ସୂଚନା ଦେଇଛି ଭୁବନେଶ୍ୱର ଆଞ୍ଚଳିକ…

୪୦ ଡିଗ୍ରୀ ଉପରେ ରାଜ୍ୟର ୧୫ ସହର

ଭୁବନେଶ୍ୱର : ପ୍ରବଳ ତାତିରେ ଜଳୁଛି ସାରା ଓଡ଼ିଶା । ପ୍ରଚଣ୍ଡ ଖରା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି । ଆଜି ରାଜ୍ୟର ୧୫ ସହର ୪୦ ଡିଗ୍ରୀ ଉପରେ ରହିଛି । ତେବେ ୪୩.୨ ଡିଗ୍ରୀ ତାପମାତ୍ରା ସହ ବୌଦ୍ଧ ସବୁଠୁ ଉତ୍ତପ୍ତ ସହର ପାଲଟିଛି । ଏନେଇ ସୂଚନା ଦେଇଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ…
ବ୍ରେକିଂ