Browsing Tag

petrol

ଆଜି ପୁଣି ତୈଳ ଦର ବୃଦ୍ଧି

ନୂଆଦିଲ୍ଲୀ:  ସରକାରୀ ତୈଳ କମ୍ପାନୀଗୁଡିକ ଦ୍ୱାରା ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ଆଜି ପୁଣି ବୃଦ୍ଧି କରାଯାଇଛି। ଆଜି ଡିଜେଲର ମୂଲ୍ୟ ୯ ପଇସା ବୃଦ୍ଧି ପାଇଥିବାବେଳେ ପେଟ୍ରୋଲର ମୂଲ୍ୟ ୩୫ ପଇସା ବୃଦ୍ଧି ପାଇଛି।  ବର୍ତ୍ତମାନ ଦିଲ୍ଲୀ, କୋଲକାତା, ଚେନ୍ନାଇରେ ମଧ୍ୟ ପେଟ୍ରୋଲର ମୂଲ୍ୟ ୧୦୦…

ଭୁବନେଶ୍ୱରରେ ପେଟ୍ରୋଲ ଦର ଲିଟର ପିଛା ୧୦୦ ଟଙ୍କା ଟପିଲା

ଭୁବନେଶ୍ୱର: ଆଜି ପୁଣି ଥରେ ପେଟ୍ରୋଲ ଦର ବୃଦ୍ଧି ପାଇଛି । ରାଜଧାନୀ ଦିଲ୍ଲୀରେ  ପେଟ୍ରୋଲ ଲିଟର ପିଛା ୩୫ ପଇସା ମହଙ୍ଗା ହୋଇଛି। ଆଜି ପେଟ୍ରୋଲ ଦର ବୃଦ୍ଧି ସହିତ ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା  ୯୯.୧୬ ଟଙ୍କା ହୋଇଛି। ତେବେ ଆଜି ଡିଜେଲ ମୂଲ୍ୟରେ କୌଣସି ବୃଦ୍ଧି ହୋଇନାହିଁ। ବର୍ତ୍ତମାନ…

ପେଟ୍ରୋଲ ଏବଂ ଡିଜେଲ ଦର ଆଜି ପୁଣିଥରେ ବୃଦ୍ଧି

ନୂଆଦିଲ୍ଲୀ: ଦେଶରେ ପେଟ୍ରୋଲ ଏବଂ ଡିଜେଲ ଦର ଆଜି ପୁଣି ଥରେ ବୃଦ୍ଧି ପାଇଛି। ପେଟ୍ରୋଲର ମୂଲ୍ୟ ଲିଟର ପିଛା ୨୯ ପଇସା ଏବଂ ଡିଜେଲର ମୂଲ୍ୟ ଲିଟର ପିଛା ୨୮ ପଇସା ବୃଦ୍ଧି ପାଇଛି। ବର୍ତ୍ତମାନ ଦିଲ୍ଲୀରେ ପେଟ୍ରୋଲର ମୂଲ୍ୟ ଲିଟର ପିଛା ୯୫.୮୫ ଟଙ୍କା ଏବଂ  ଡିଜେଲର ମୂଲ୍ୟ ୮୬.୭୫ ଟଙ୍କାକୁ…

କ୍ରମାଗତ ଚତୁର୍ଥ ଦିନ ପାଇଁ ପେଟ୍ରୋଲ ଓ ଡିଜେଲ ଦର ବୃଦ୍ଧି

ନୂଆଦିଲ୍ଲୀ: ଲଗାତାର ଚତୁର୍ଥ ଦିନ ପାଇଁ ଦେଶରେ ପେଟ୍ରୋଲ ଡିଜେଲ ମୂଲ୍ୟରେ ବୃଦ୍ଧି ଘଟିଛି। ଶୁକ୍ରବାର ଦିନ ଦିଲ୍ଲୀ ବଜାରରେ ପେଟ୍ରୋଲର ମୂଲ୍ୟ ୨୮ ପଇସା ବୃଦ୍ଧି ପାଇଛି। ମୂଲ୍ୟ ବୃଦ୍ଧି ପରେ ପେଟ୍ରୋଲ ଲିଟର ପିଛା ୯୧.୨୭ ଟଙ୍କା ଥିବାବେଳେ ଡିଜେଲ ମଧ୍ୟ ୩୧ ପଇସା ବୃଦ୍ଧି ପାଇ ଲିଟର ପିଛା…

କ୍ରମାଗତ ଦ୍ୱିତୀୟ ଦିନ ପାଇଁ ତୈଳଦର ହ୍ରାସ

ନୂଆଦିଲ୍ଲୀ : ଆଜି ଦ୍ୱିତୀୟ ଦିନ ପାଇଁ ସରକାରୀ ତୈଳ କମ୍ପାନୀଗୁଡିକ ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ହ୍ରାସ କରିଛନ୍ତି । ଆଜି ଡିଜେଲ ଲିଟର ପିଛା ୨୦ ଏବଂ ପେଟ୍ରୋଲ ୨୧  ପଇସା ଶସ୍ତା ହୋଇଛି । ଏହା ଦେଶର ସାଧାରଣ ଜନତାଙ୍କୁ ସାମାନ୍ୟ ଆଶ୍ୱସ୍ତି ଦେଇଛି । ତେବେ ଦର ହ୍ରାସ ପରେ ଦିଲ୍ଲୀରେ…

ଆଜିଠୁ ସଂସଦର ଦ୍ୱିତୀୟ ପର୍ଯ୍ୟାୟ ବଜେଟ ଅଧିବେଶନ

ନୂଆଦିଲ୍ଲୀ : ସୋମବାରଠାରୁ ସଂସଦର ବଜେଟ ଅଧିବେଶନର ଦ୍ବିତୀୟ ପର୍ଯ୍ୟାୟ ଆରମ୍ଭ ହେବାକୁ ଯାଉଛି। ଏହି ପର୍ଯ୍ୟାୟରେ ଗୃହରେ ବିଭିନ୍ନ ମନ୍ତ୍ରଣାଳୟର ଖର୍ଚ୍ଚଦାବି ଉପରେ ଆଲୋଚନା ହେବ ଏବଂ ବଜେଟ ଗୃହୀତ ହେବା ପରେ ବ୍ୟୟମଞ୍ଜୁରୀ ବିଲ ଗୃହୀତ ହେବ। ଗତ ଜାନୁଆରୀ ୨୯ରୁ ରାଷ୍ଟ୍ରପତିଙ୍କ ଅଭିଭାଷଣ ସହ…

କ୍ରମାଗତ ଦ୍ୱାଦଶ ଦିନ ପାଇଁ ବୃଦ୍ଧି ପାଇଲା ପେଟ୍ରୋଲ-ଡିଜେଲ ଦର

ନୂଆଦିଲ୍ଲୀ: ପେଟ୍ରୋଲ ଏବଂ ଡିଜେଲ ଦରକୁ ନେଇ ସାରା ଦେଶରେ ଅସନ୍ତୋଷ ଦେଖାଦେଇଛି। ଏହି ସମୟରେ ଆଜି ପୁଣି ତୈଳଦର ବୃଦ୍ଧି ପାଇଛି। ପେଟ୍ରୋଲ ଲିଟର ପିଛା ୩୯ ପଇସା ବୃଦ୍ଧି ପାଇଥିବା ବେଳେ ଡିଜେଲ  ୩୭ ପଇସା ବୃଦ୍ଧି ପାଇଛି । ପେଟ୍ରୋଲ ଡିଜେଲ ମୂଲ୍ୟରେ ଏହି ବୃଦ୍ଧି କ୍ରମାଗତ ଦ୍ୱାଦଶ ଦିନ ଏବଂ…

ଦେଶରେ ପୁଣି ବଢିଲା ତୈଳ ଦର, ଜାଣନ୍ତୁ ଆପଣଙ୍କ ସହରରେ କେତେ ରହିଛି

ନୂଆଦିଲ୍ଲୀ : ସରକାରୀ  ତୈଳ କମ୍ପାନୀଗୁଡିକ ଦଶମ ଦିନ ପାଇଁ ପେଟ୍ରୋଲ ଏବଂ ଡିଜେଲ ଦର ବୃଦ୍ଧି କରିଛନ୍ତି । ଦୈନିକ ତୈଳ ଦର ବୃଦ୍ଧି ନୂଆ ରେକର୍ଡ ଭାଙ୍ଗୁଛି  । ଆଜି ଡିଜେଲର ମୂଲ୍ୟ ୩୨ ରୁ ୩୪ ପଇସା ବୃଦ୍ଧି ପାଇଥିବାବେଳେ ପେଟ୍ରୋଲର ମୂଲ୍ୟ ୩୨ ରୁ ୩୪ ପଇସା ବୃଦ୍ଧି ପାଇଛି। ଦିଲ୍ଲୀ ଏବଂ…

ଦେଶରେ କ୍ରମାଗତ ଅଷ୍ଟମ ଦିନ ପାଇଁ ବୃଦ୍ଧି ପାଇଲା ତୈଳ ଦର

ନୂଆଦିଲ୍ଲୀ: ଦେଶରେ କ୍ରମାଗତ ଅଷ୍ଟମ ଦିନ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ବୃଦ୍ଧି ପାଇଛି। ଦେଶର ରାଜଧାନୀ ନୂଆଦିଲ୍ଲୀରେ ପେଟ୍ରୋଲର ମୂଲ୍ୟ ୩୦ ପଇସା ବୃଦ୍ଧି ପାଇଥିବାବେଳେ ଡିଜେଲ ୩୫ପଇସା ବୃଦ୍ଧି ପାଇଛି। ଆଜି ମୂଲ୍ୟ ବୃଦ୍ଧି ପରେ ଦିଲ୍ଲୀରେ ପେଟ୍ରୋଲର ଦର ଲିଟର ପିଛା ୮୯.୨୯ ଟଙ୍କା ଥିବାବେଳେ…
ବ୍ରେକିଂ