Browsing Tag

Pink Ball Test

ଭାରତ-ଇଂଲଣ୍ଡ ତୃତୀୟ ଟେଷ୍ଟ: ୧୦ ୱିକେଟରେ ଭାରତର ବଡ ବିଜୟ

ଅହମ୍ମଦାବାଦ: ୧୦ ୱିକେଟରେ ଭାରତର ବଡ ବିଜୟ । ଆହମ୍ମଦାବାଦର ନରେନ୍ଦ୍ର ମୋଦି କ୍ରିକେଟ ଷ୍ଟାଡିଅମରେ ଚାଲୁଥିବା ତୃତୀୟ ଟେଷ୍ଟରେ ଇଂଲଣ୍ଡ ବିପକ୍ଷରେ ଭାରତ ବଡ ବିଜୟ ହାସଲ କରିଛି । ପାଞ୍ଚ ଦିନିକିଆ ଦିବାରାତ୍ର ଟେଷ୍ଟ ମ୍ୟାଚରେ ଦ୍ୱିତୀୟ ଦିନରେ ଇଂଲଣ୍ଡକୁ ୧୦ ୱିକେଟରେ ଭାରତ ପରାସ୍ତ କରିଛି ।…

ଭାରତ-ଇଂଲଣ୍ଡ ତୃତୀୟ ଟେଷ୍ଟ: ୧୧୨ରେ ଇଂଲଣ୍ଡ ଅଲଆଉଟ୍

ଅହମଦାବାଦ: ୧୧୨ରେ ଅଟକିଲା ଇଂଲଣ୍ଡ ଟିମ୍ ।  ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିଅମରେ ଖେଳାଯାଉଥିବା ତୃତୀୟ ଟେଷ୍ଟର ପ୍ରଥମ ପାଳିରେ ଇଂଲଣ୍ଡ ୧୧୨ ରନରେ ଅଲଆଉଟ୍ ହୋଇଛି । ଟସ୍ ଜିତି ପ୍ରଥମେ ବ୍ୟାଟିଙ୍ଗ ନିଷ୍ପତ୍ତି ନେଇ ଖେଳ ଆରମ୍ଭ କରିଥିବା ଇଂଲଣ୍ଡ ଟିମ୍ ସ୍ପିନ୍ ଜାଲରେ ଫସି ବିଶାଳ ସ୍କୋର…

ଭାରତ-ଇଂଲଣ୍ଡ ପିଙ୍କ ବଲ ଟେଷ୍ଟ: ୧୧ ଜଣିଆ ଦଳ ଘୋଷଣା କଲା ଇଂଲଣ୍ଡ

ଲଣ୍ଡନ୍: ଦିବାରାତ୍ର ଟେଷ୍ଟ ମ୍ୟାଚ ପାଇଁ ଦଳ ଘୋଷଣା କଲା ଇଂଲଣ୍ଡ ।  ଫେବୃଆରି ୨୪ ତାରିଖରେ ଅହମ୍ମଦାବାଦରେ ଆରମ୍ଭ ହେବାକୁ ଯାଉଥିବା ତୃତୀୟ ଟେଷ୍ଟ ମ୍ୟାଚ ପାଇଁ ଇଂଲଣ୍ଡ ତାର ୧୧ ଜଣିଆ ଦଳ ଘୋଷଣା କରିଛି । ଦଳରେ ବ୍ୟାଟ୍ସମ୍ୟାନ ଜନି ବେୟାରଷ୍ଟୋ ଓ ବୋଲର ମାର୍କ ଉଡଙ୍କୁ ସାମିଲ କରାଯାଇଛି…
ବ୍ରେକିଂ