Browsing Tag

Rain alert in odisha

ବର୍ଷା ପାଇଁ ୬ ଜିଲ୍ଲାକୁ ରେଡ୍ ଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ୱର : ଓଡିଶାରେ ମୌସୁମୀର ଆଗମନ ଓ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପାଇଁ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତାକାଲି ଲଘୁଚାପଜନିତ ବର୍ଷା ନେଇ ପାଣିପାଗ ବିଭାଗ ପକ୍ଷରୁ ଜିଲ୍ଲାଗୁଡିକ ପାଇଁ ରେଡ୍ ଓ୍ଵାର୍ଣ୍ଣିଂ, ୟୋଲୋ ଓ୍ଵାର୍ଣ୍ଣିଂ ଓ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି…

ଜୁନ୍‌ ୧୦ରୁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଜୁନ୍‌ ୧୦ରୁ ରାଜ୍ୟରେ ପ୍ରବଳ ବର୍ଷା ହୋଇପାରେ। ଜୁନ୍ ୧୧ରେ ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗ ଆଜି କହିଛି।…

୧୭ ଜିଲ୍ଲାକୁ କାଳବୈଶାଖୀ ସତର୍କତା

ଭୁବନେଶ୍ୱର:  ରାଜ୍ୟରେ ଆଗାମି ୨୪ ଘଣ୍ଟା ମଧ୍ୟରେ ୧୭ ଜିଲ୍ଲାକୁ ପ୍ରବଳ ବର୍ଷା ସହିତ ବଜ୍ରପାତ ଆଲର୍ଟ ଜାରି କରିଛନ୍ତି ପାଣିପାଗ ବିଭାଗ । ଏହି ସମୟରେ ୪୦ ରୁ ୫୦ କିମି ବେଗରେ ପବନ ବହିବାର ମଧ୍ୟ ଆକଳନ କରାଯାଇଛି । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁୀର,…

ଆସନ୍ତା ୨୪ ଘଣ୍ଟାରେ ରାଜ୍ୟରେ ଘଡଘଡି ସହ ବର୍ଷା ସମ୍ଭାବନା

 ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟାରେ ରାଜ୍ୟର ବିଭିନ୍ନ ଜିଲାରେ ଘଡଘଡି ସହ ବର୍ଷା ସମ୍ଭାବନା ରହିଛି । ଏପରିକି କେତେ ସ୍ଥାନରେ ଜୋରରେ ପବନ ଓ କୁଆପଥର ବର୍ଷା ମଧ୍ୟ ହେବାର ସମ୍ଭାବନା ରହିଛି । ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏଭଳି ପୂର୍ବାନୁମାନ କରାଯାଇଛି । ଆସନ୍ତା ୨୪ ଘଣ୍ଟା…

ଆସନ୍ତା ୨୪ ଘଣ୍ଟାରେ ରାଜ୍ୟର ଏସବୁ ସ୍ଥାନରେ ବର୍ଷା ଆଶଙ୍କା

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଓଡିଶାର କିଛି ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ସହ ଘଡଘଡି ସମ୍ଭାବନା ରହିଛି। ନୂଆପଡ଼ା, ବରଗଡ଼, ଝାରସୁଗୁଡା, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ ଏବଂ ବାଲେଶ୍ବର ଆଦି ଜିଲ୍ଲାରେ ବର୍ଷା ଓ ବଜ୍ରପାତର ପୂର୍ବାନୁମାନ କରିଛି…

ରାଜ୍ୟର ୮ଟି ଜିଲ୍ଲାରେ କାଳବୈଶାଖି ବର୍ଷା ସମ୍ଭାବନା

ଭୁବନେଶ୍ୱର : ଆସନ୍ତା ଦୁଇଦିନ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାରେ ବଜ୍ରପାତ ସହ କାଳବୈଶାଖି ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କତା ଜାରି କରାଯାଇଛି । ଏହାକୁ ଦୃଷ୍ଟିରେ ରଖି ସତର୍କ ରହିବା ସହ ଆବଶ୍ୟକ ପଦକ୍ଷେପ ନେବାକୁ ରାଜ୍ୟ…
ବ୍ରେକିଂ