Browsing Tag

Rain Thunderstorm Warning

୧୩ ଜିଳ୍ଲାରେ ଘଡଘଡି ସହ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର : ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୩ ଜିଲ୍ଲାରେ ବଜ୍ରପାତ ସହ ବର୍ଷା ସମ୍ଭାବନା ରହିଛି । ୧୩ ଜିଲ୍ଲା ଯଥା- କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ନୟାଗଡ଼, କଟକ, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର ଓ କେନ୍ଦ୍ରାପଡ଼ାକୁ ବଜ୍ରପାତ ସହ ବର୍ଷା…

ଆଗାମି ୩ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଓ ବଜ୍ରପାତ ଆଶଙ୍କା

ଭୁବନେଶ୍ବର: ଆଗାମି ୩ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଓ ବଜ୍ରପାତ ଆଶଙ୍କା ରହିଥିବା ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ, ଦେଓଗଡ, ଢେଙ୍କାନାଳ, କଟକ, ଜଗତସିଂହପୁର, ଗଞ୍ଜାମ, ନୟାଗଡ଼, କୋରାପୁଟ,…

ରାଜ୍ୟର ୧୨ ଜିଲ୍ଲାରେ ଆସନ୍ତା ୪ ଦିନ ଯାଏଁ ଘଡଘଡି ବର୍ଷା ଆଶଙ୍କା

ଭୁବନେଶ୍ୱର: ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଜାରି ରହିବ ବର୍ଷା । ଉତ୍ତର ପଶ୍ଚିମ ରାଜସ୍ଥାନରୁ ଉତ୍ତର ପୂର୍ବ ବଙ୍ଗୋପସାଗର ପର୍ଯ୍ୟନ୍ତ ଏକ ଟ୍ରପ ଲାଇନ୍ ଲମ୍ବିଛି । ଯାହା ଝାଡଖଣ୍ଡ ଏବଂ ଗାଙ୍ଗେୟ ଉପତ୍ୟକା ଉପରେ ରହିଛି । ଦକ୍ଷିଣ ପୂର୍ବ ଉତ୍ତର ପ୍ରଦେଶ ଓ ଏହାର ଆଖପାଖ ଅଞ୍ଚଳରେ ଏକ…

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ସହିତ ବର୍ଷା ସମ୍ଭାବନା

 ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅନେକ ଜିଲ୍ଲାରେ କାଳବୈଶାଖୀ ସହିତ ବର୍ଷା ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପ୍ରକଶ। କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର ଆଦି ଜିଲ୍ଲାର…

କାଳବୈଶାଖୀ ପାଇଁ ରାଜ୍ୟର ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା।  ଦକ୍ଷିଣ, ପଶ୍ଚିମ, ଉତ୍ତର ଆଭ୍ୟନ୍ତରୀଣ ଓ ଉପକୂଳ ଓଡିଶାର ଜିଲ୍ଲାର କିଛି ସ୍ଥାନରେ କାଳବୈଶାଖୀ ସହ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି । ଆଜି ଅପରାହ୍ନରେ…

୫ ଦିନ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଆଗାମୀ ୫ ଦିନ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ସହ ବର୍ଷା ସମ୍ଭାବନା। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି । କାଳବୈଶାଖୀର ସମ୍ଭାବନା ଥିବା ଜିଲ୍ଲାମାନଙ୍କ ମଧ୍ୟରେ ଗଜପତି, ମାଲକାନଗିରି, ରାୟଗଡା, କୋରାପୁଟ,…

ଆସନ୍ତା ୧୩ ଯାଏଁ ରାଜ୍ୟରେ କାଳବୈଶାଖୀ ସମ୍ଭାବନା

ଭୁବନେଶ୍ୱର: ରାଜ୍ୟର ଅଧିକାଂଶ ଜିଲ୍ଲାରେ ଆସନ୍ତା ୧୩ ତାରିଖ ପର୍ଯ୍ୟନ୍ତ କାଳବୈଶାଖୀ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଆଜି (ଗୁରୁବାର) ସଂଧ୍ୟା ଠାରୁ ଆସନ୍ତାକାଲି (ଶୁକ୍ରବାର) ସକାଳ ମଧ୍ୟରେ ମୟୂରଭଞ୍ଜ,…

୬ଜିଲ୍ଲାରେ ଦୁଇ ଘଣ୍ଟା ମଧ୍ୟରେ କାଳବୈଶାଖୀ ସମ୍ଭାବନା

 ଭୁବନେଶ୍ୱର: ଆଜି ପୁଣି ରାଜ୍ୟରେ କାଳବୈଶାଖୀ ହେବାର ସମ୍ଭାବନା ନେଇ ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆଗାମୀ ଦୁଇ ଘଣ୍ଟା ମଧ୍ୟରେ ୬ଟି ଜିଲ୍ଲାରେ ବର୍ଷା ଘଡଘଡି ସହ ପବନ ବୋହିବା ନେଇ ସତର୍କତା କରାଯାଇଛି । ଦିନବେଳା ଗ୍ରୀଷ୍ମ ପ୍ରବାହ ଜାରି ରହୁଥିବା ବେଳେ ଗତ…

୨୪ ଘଣ୍ଟାରେ ଘଡଘଡି ସହ ବର୍ଷା ସମ୍ଭାବନା ,୧୧ ଜିଲ୍ଲାକୁ ୟେଲ୍ଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସହ ଘଡଘଡି ହେବାର ସମ୍ଭାବନା ରହିଛି। ଏନେଇ ଶୁକ୍ରବାର ଭୁବନେଶ୍ୱର ଅଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଏଥିସହ ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର…
ବ୍ରେକିଂ