ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳା-୨୦୨୦ ଉଦଘାଟିତ
ଭୁନେଶ୍ୱର: ଓଡ଼ିଶା ସରକାରଙ୍କ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ଦ୍ୱାରା ଆୟୋଜିତ ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳା-୨୦୨୧ ଚଳିତ ବର୍ଷ ଭୁବନେଶ୍ୱରସ୍ଥିତ ଜନତା ମଇଦାନରେ ଆଜି ସନ୍ଧ୍ୟା ୬ଟାରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ଶୁଭ ଉଦଘାଟନ ହୋଇଛି । ଏହି ଅବସରରେ…