Browsing Tag

vaccinated against COVID-19

ଓଡିଶାରେ କୋଟିଏ ଲୋକ ଡବଲ୍‌ ଡୋଜ୍‌ କୋଭିଡ୍‌ ଟିକା ନେଲେ

ଭୁବନେଶ୍ୱର: ସାରାଦେଶରେ ଏବେ କରୋନାର ଦ୍ୱିତୀୟ ପର୍ଯ୍ୟାୟ ଚାଲିଛି । ଏହାରି ମଧ୍ୟରେ ରାଜ୍ୟ ସରକାର ଆଉ ଏକ ମାଇଲଷ୍ଟୋନ ଅତିକ୍ରମ କରିଛନ୍ତି। ରାଜ୍ୟର କୋଟିଏ ଲୋକ କୋଭିଡ୍‌ ଟିକାର ଉଭୟ ଡୋଜ ନେଇଛନ୍ତି । ଏନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରି ଏନେଇ ସୂଚନା ଦେଇଛି।…

ଏଣିକି ଗର୍ଭବତୀ ମହିଳା କରୋନା ଟିକା ନେଇପାରିବେ

ନୂଆଦିଲ୍ଲୀ: ଏଣିକି ଗର୍ଭବତୀ ମହିଳା କରୋନା ଟିକା ନେଇପାରିବେ । ଏନେଇ ଶୁକ୍ରବାର ସୂଚନା ଦେଇଛନ୍ତି ଆଇସିଏମଆର ନିର୍ଦ୍ଦେଶକ । ଏଥିପାଇଁ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ଗାଇଡଲାଇନ୍ ଜାରି କରିଛନ୍ତି ବୋଲି ଆଇସିଏମଆର ନିର୍ଦ୍ଦେଶକ ଡାକ୍ତର ବଲରାମ ଭାର୍ଗବ କହିଛନ୍ତି । ସେହିପରି…
ବ୍ରେକିଂ