Browsing Tag

weather update

ବଙ୍ଗୋପସାଗରେ ଲଘୁଚାପ କ୍ଷେତ୍ର, ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଲଘୁଚାପର ରୂପ ନେଲା ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ । ପୂର୍ବ କେନ୍ଦ୍ରୀୟ ଏବଂ ତତ୍‌-ସଂଲଗ୍ନ ଉତ୍ତର-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ । ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏହା ଅବପାତର ରୂପ ନେବ । ଲଘୁଚାପ ସୃଷ୍ଟି ହେବା ପରେ ଏହାର ଗତି ପଶ୍ଚିମ-ଉତ୍ତରପଶ୍ଚିମ ଆଡ଼କୁ…

ବର୍ଷା ନେଇ ୨୨ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର : ଆଜି ରାଜ୍ୟର କେତେକ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ପାଣିପାଗ ବିଭାଗ ପକ୍ଷରୁ ୨୨ଟି ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି ହୋଇଛି । ଏହିସବୁ ଜିଲ୍ଲାରେ  ଘଡ଼ଘଡ଼ି ଓ ବିଜୁଳି  ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ।…

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୧୦ ଜିଲ୍ଲାରେ ଘଡଘଡି ସହ ବର୍ଷା ସମ୍ଭାବନା

ଭୁବନେଶ୍ବର : ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅନେକ ସ୍ଥାନରେ କାଳବୈଶାଖୀ ବର୍ଷା ସମ୍ଭାବନା ରହିଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର  ୧୦ ଜିଲ୍ଲାରେ ଘଡ଼ଘଡି ସହ ବର୍ଷା ସମ୍ଭାବନା ରହିଛି । ଏନେଇ ୧୦ ଜିଲ୍ଲାକୁ ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।…

ଆଜି ୪୦ ଡିଗ୍ରୀ ଉପରେ ରାଜ୍ୟର ୧୧ ସହର

ତାତୁଛି ଓଡିଶା ।  ଆଜି ଅନେକ ସ୍ଥାନରେ ପାରଦ ୪୦ ଡିଗ୍ରୀ ଉପରେ ରହିଛି । ଆଜି ରାଜ୍ଯର ୧୧ ଟି ସ୍ଥାନରେ ସର୍ବାଧିକ ତାପମାତ୍ରା ୪୦  ଡିଗ୍ରୀ ସେଲସିୟସରୁ ଅଧିକ ରେକର୍ଡ ହୋଇଛି । ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଅନୁସାରେ ସୋନପୁରରେ ସର୍ବାଧିକ ତାପମାତ୍ରା ୪୨ ଡିଗ୍ରୀ ସେଲସିୟସ  ରେକର୍ଡ…

ରାଜଧାନୀରେ କାଳ ବୈଶାଖୀ ତାଣ୍ଡବ

ଭୁବନେଶ୍ୱର: ତାତିରୁ ମିଳିଲା ସାମାନ୍ୟ ଅଶ୍ୱସ୍ତି । ରାଜଧାନୀ ଭୁବନଶ୍ୱରରେ ଆଜି ଅପରାହ୍ନରେ ଧୂଳି ଝଡ଼ ସାଙ୍ଗକୁ ବର୍ଷା ହୋଇଛି। ଗରମ ବଢିବଢି ଚାଲଥିବା ବେଳେ ଝଡତୋଫାନ ସାଙ୍ଗକୁ ବର୍ଷା ଗ୍ରୀଷ୍ମରୁ ସାମାନ୍ୟ ଆଶ୍ୱସ୍ତ କରିଛି। ଦୀର୍ଘ ପ୍ରାୟ ୧ ଘଣ୍ଟା ଧରି ଧୂଳି ଝଡ ବର୍ଷା ଜନଜୀବନ କୁ…

୬ ରୁ ତାତି ବଢିବ

ଭୁବନେଶ୍ୱର :  ବାୟୁମଣ୍ଡଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟର ପ୍ରଭାବ କମିଛି।  ଆସନ୍ତା ଦୁଇଦିନ ପର୍ଯ୍ୟନ୍ତ ରାଜ୍ୟର ଅନେକ ସ୍ଥାନରେ କୁହୁଡି ସୃଷ୍ଟିହେବ। ତେବେ ୬ ତାରିଖଠାରୁ ପୁଣି ତାପମାତ୍ରା ବୃଦ୍ଧି ପାଇବ ବୋଲି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ…
ବ୍ରେକିଂ