୨୪ ଘଣ୍ଟାରେ ୧୯ ଜିଲ୍ଲାରେ ଝଡବର୍ଷା ସହ ବଜ୍ରପାତ ସମ୍ଭାବନା

ଭୁବନେଶ୍ୱର: ୧୯ ଜିଲ୍ଲାକୁ ବଜ୍ରପାତ ସତର୍କ ସୂଚନା । ଆଗାମୀ ୨୪ ଘଣ୍ଟାରେ ଓଡିଶାର ୧୯ ଜିଲ୍ଲାରେ ଝଡବର୍ଷା ସହ ବଜ୍ରପାତ ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ସୁନ୍ଦରଗଡ, ଝାରସୁଗୁଡା, ଦେବଗଡ, କେନ୍ଦୁଝର, ମୟୁରଭଞ୍ଜ, ଢେଙ୍କାନାଳ, କନ୍ଧମାଳ, ବୌଦ୍ଧ, ନୟାଗଡ, ଖୋର୍ଦ୍ଧା, କୋରାପୁଟ, ମାଲକାନଗିରି ଓ ନବରଙ୍ଗପୁର ଜିଲ୍ଲାକୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି ।

Leave A Reply

Your email address will not be published.

ବ୍ରେକିଂ