ମହିଳା ହକିରେ ଭାରତକୁ ୨-୧ରେ ହରାଇ ଆର୍ଜେଣ୍ଟିନା ସେମିଫାଇନାଲ ଜିତିଲା

ଟୋକିଓ: ଅଧାରେ ରହିଲା ସ୍ୱର୍ଣ୍ଣ ଲଢ଼େଇର ଆଶା । ଡିଫେଣ୍ଡିଂ ଚାମ୍ପିୟନ ଅଷ୍ଟ୍ରେଲିଆକୁ ହରାଇ ପ୍ରଥମଥର ପାଇଁ ସେମିରେ ପ୍ରବେଶ କରିଥିବା ଭାରତୀୟ ମହିଳା ହକି ଟିମ ଆଜି ଆର୍ଜେଣ୍ଟିନା ଠାରୁ ହାରି ଯାଇଛି । ଭାରତକୁ ୨-୧ରେ ହରାଇ ଆର୍ଜେଣ୍ଟିନା ଚଳିତ ଅଲିମ୍ପିକ୍ସର ଫାଇନାଲରେ ପ୍ରବେଶ କରିଛି।

ସେପଟେ ବ୍ରୋଞ୍ଜ ପଦକ ପାଇଁ ଗ୍ରେଟ ବ୍ରିଟେନ ସହ ଲଢ଼େଇ କରିବ ଭାରତ । ଏହି ମ୍ୟାଚ୍‌ଟି ଅଗଷ୍ଟ ୬ ତାରିଖ ସକାଳ ୭ଟାରେ ଅନୁଷ୍ଠିତ ହେବ ।

Leave A Reply

Your email address will not be published.

ବ୍ରେକିଂ
ଦେଶରେ ୨୪  ଘଣ୍ଟା ମଧ୍ୟରେ ୧୩,୫୯୬ କରୋନା ସଂକ୍ରମିତ ଚିହ୍ନଟ ପ୍ରଦୀପ ପାଣିଗ୍ରାହୀଙ୍କ ଘରେ ଭିଜିଲାନ୍ସ ଚଢାଉ ଘଟଣା : ୧୪୪୦ ଗ୍ରାମ୍ ସୁନା ଅଳଙ୍କାର ଜବତ ପୋଲିସ ହେପାଜତରୁ ସନ୍‌ସାଇନ୍ ପବ୍ଲିକ୍ ସ୍କୁଲ ସଭାପତି ଚମ୍ପଟ; ୩ କନେଷ୍ଟବଳ ନିଲମ୍ବିତ ରାଜ୍ୟରେ ୨୪ ଘଣ୍ଟାରେ ୩୪୦ କରୋନା ସଂକ୍ରମିତ ଚିହ୍ନଟ; ୫ ମୃତ ସୁରଟର ଏକ ପ୍ୟାକେଜିଂ କମ୍ପାନୀରେ ଅଗ୍ନିକାଣ୍ଡ; ୨ ମୃତ ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଘରେ ଭିଜିଲାନ୍ସର ୨୩ ଘଣ୍ଟା ମାରାଥନ୍ ରେଡ୍ ଜଗତପୁରର ଏକ ଧୂପକାଠି କାରଖାନାରେ ଭୟାବହ ଅଗ୍ନିକାଣ୍ଡ କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀଙ୍କୁ ଧର୍ମେନ୍ଦ୍ରଙ୍କ ଚିଠି ୭ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଘରେ ଭିଜିଲାନ୍ସ ଚଢାଉ