ଜଳିଗଲା କୋଇଲା ବୋଝେଇ ଟ୍ରକ

ରାୟଗଡା : ଜଳିଗଲା କୋଇଲା ବୋଝେଇ ଟ୍ରକ । ରାୟଗଡା ଜିଲ୍ଲା ପ୍ରତାପୁର ନିକଟରେ ଏଭଳି ଘଟଣା ଦେଖିବାକୁ ମିଳିଛି । ତେବେ ଅଗ୍ନିକାଣଅଡରେ ଟ୍ରକର ଅଧିକାଂଶ ଅଂଶ ଜଳିଯାଇଥିବା ଜଣାପଡିଛି । ସେପଟେ ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି ।

ଏକ କୋଇଲା ବୋଝେଇ ଟ୍ରକରେ ନିଆଁ ଲାଗି ଯିବା ଦେଖି ଚାଳକ ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ। ଖବର ପାଇ ରାୟଗଡା ଅଗ୍ନିଶମ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିବା ଜଣାପଡିଛି ।

Leave A Reply

Your email address will not be published.

ବ୍ରେକିଂ