ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କେନ୍ଦ୍ର କୋଇଲା ଓ ଖଣି ମନ୍ତ୍ରୀ ପ୍ରହ୍ଲାଦ ଜୋଶୀ

ଭୁବନେଶ୍ୱର:  ନାଲକୋର ୪୧ତମ ପ୍ରତିଷ୍ଠା ଦିବସରେ ଯୋଗଦେବାକୁ ଓଡ଼ିଶା ଆସିଥିବା କେନ୍ଦ୍ର କୋଇଲା ଓ ଖଣି ମନ୍ତ୍ରୀ ପ୍ରହଲ୍ଲାଦ ଯୋଶୀ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରିଛନ୍ତି। ଏହି ସାକ୍ଷାତ ସମୟରେ ଉଭୟ ରାଜ୍ୟର ଖଣି ନିଲାମକୁ ନେଇ ରହିଥିବା ବିଭିନ୍ନ ସମସ୍ୟା ସମ୍ପର୍କରେ ଆଲୋଚନା କରିଥିଲେ।

ନିଲାମ ହୋଇଥିବା ୩ଟି ଖଣି ଓଏମସି ଓ ଓଏମଇସିକୁ ଦେବାକୁ ରାଜ୍ୟ ସରକାର ଅନୁରୋଧ କରିଥିଲେ । କେନ୍ଦ୍ର ଏଥିପାଇଁ ଅନୁମତି ଦେଇ ସାରିଥିବା ସେ କହିଛନ୍ତି । ମାର୍ଚ୍ଚ ପ୍ରଥମ ସପ୍ତାହରୁ ଉତ୍ପାଦନ ପାଇଁ ପ୍ରତିଶ୍ରୁତି ଦେଇଛନ୍ତି ଓଡ଼ିଶା ସରକାର । ଏହାବ୍ୟତୀତ ରାଜ୍ୟରେ କୋଇଲା ଖଣି ଓ ଅନ୍ୟାନ୍ୟ ଖଣିର ନିଲାମ ପ୍ରକ୍ରିୟାକୁ ତ୍ୱରାନ୍ୱିତ କରିବା ନିମନ୍ତେ କେନ୍ଦ୍ରମନ୍ତ୍ରୀ ଶ୍ରୀ ଯୋଶୀ ପରାମର୍ଶ ଦେଇଛନ୍ତି।

Leave A Reply

Your email address will not be published.

ବ୍ରେକିଂ
ଚତୁର୍ଥ ଥର ମଧ୍ୟ ଇଡି ସମନ୍‌ ଏଡ଼ାଇଲେ ବଲିଉଡ୍‌ ଅଭିନେତ୍ରୀ ଜାକ୍‌ଲିନ୍‌ ପୂର୍ବତନ ମନ୍ତ୍ରୀ ଅଞ୍ଜଳି ବେହେରା ବିଜେପିରେ ସାମିଲ୍ ଦେଶରେ ୨୪  ଘଣ୍ଟା ମଧ୍ୟରେ ୧୩,୫୯୬ କରୋନା ସଂକ୍ରମିତ ଚିହ୍ନଟ ପ୍ରଦୀପ ପାଣିଗ୍ରାହୀଙ୍କ ଘରେ ଭିଜିଲାନ୍ସ ଚଢାଉ ଘଟଣା : ୧୪୪୦ ଗ୍ରାମ୍ ସୁନା ଅଳଙ୍କାର ଜବତ ପୋଲିସ ହେପାଜତରୁ ସନ୍‌ସାଇନ୍ ପବ୍ଲିକ୍ ସ୍କୁଲ ସଭାପତି ଚମ୍ପଟ; ୩ କନେଷ୍ଟବଳ ନିଲମ୍ବିତ ରାଜ୍ୟରେ ୨୪ ଘଣ୍ଟାରେ ୩୪୦ କରୋନା ସଂକ୍ରମିତ ଚିହ୍ନଟ; ୫ ମୃତ ସୁରଟର ଏକ ପ୍ୟାକେଜିଂ କମ୍ପାନୀରେ ଅଗ୍ନିକାଣ୍ଡ; ୨ ମୃତ ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଘରେ ଭିଜିଲାନ୍ସର ୨୩ ଘଣ୍ଟା ମାରାଥନ୍ ରେଡ୍ ଜଗତପୁରର ଏକ ଧୂପକାଠି କାରଖାନାରେ ଭୟାବହ ଅଗ୍ନିକାଣ୍ଡ କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀଙ୍କୁ ଧର୍ମେନ୍ଦ୍ରଙ୍କ ଚିଠି