ଆସନ୍ତା ୩ ଘଣ୍ଟା ମଧ୍ୟରେ ବଜ୍ରପାତ ସହ ବର୍ଷା ସମ୍ଭାବନା, ୧୫ ଜିଲ୍ଲା ସମେତ ଟ୍ଵିନସିଟି ପାଇଁ ସତର୍କ ସୂଚନା

ଭୁବନେଶ୍ଵର: ଆସନ୍ତା ୩ ଘଣ୍ଟା ମଧ୍ୟରେ ବଜ୍ରପାତ ସହ ବର୍ଷା ସମ୍ଭାବନା ନେଇ ୧୫ ଜିଲ୍ଲା ସମେତ କଟକ, ଭୁବନେଶ୍ୱର ପାଇଁ ସତର୍କ ସୂଚନା ଜାରି କରାଯାଇଛି । ଅନୁଗୁଳ,ଢେଙ୍କାନାଳ,କଟକ,ନୟାଗଡ଼,ଖୋର୍ଦ୍ଧା,ଜଗତସିଂହପୁର, କେନ୍ଦ୍ରାପଡା, ଯାଜପୁର, କନ୍ଧମାଳ, ଗଞ୍ଜାମ, ବୌଦ୍ଧ, ସମ୍ବଲପୁର, ମୟୂରଭଞ୍ଜ, ଦେବଗଡ଼ ଓ କେନ୍ଦୁଝର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି  ପାଣିପାଗ ବିଭାଗ।

ଆସନ୍ତା ୩ ଘଣ୍ଟା ପର୍ଯ୍ୟନ୍ତ ସତର୍କ ରହିବାକୁ ଏହିସବୁ ଜିଲ୍ଲାବାସୀଙ୍କୁ ପରାମର୍ଶ ଦିଆଯାଇଛି।

Leave A Reply

Your email address will not be published.

ବ୍ରେକିଂ